Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ୍, ମହାପ୍ରଭୁଙ୍କୁ ଦର୍ଶନ ସହ ପରିକ୍ରମା ପ୍ରକଳ୍ପର କଲେ ତଦାରଖ

4/06/2022 at 10:28 AM

ପୁରୀ ୦୪।୦୬: ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ୫ଟି ସଚିବ ଭି କେ ପାଣ୍ଡିଆନ୍।‌ ଶନିବାର ସକାଳୁ ୫ଟି ସଚିବ ଏବଂ ତାଙ୍କ ଧର୍ମପତ୍ନୀ ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିଛନ୍ତି। ଏଥିସହ ଶ୍ରୀମନ୍ଦିର ଭିତରେ ମା ବିମଳା ଓ ମହାଲକ୍ଷ୍ମୀଙ୍କ ଦର୍ଶନ ସହ ପାର୍ଶ୍ଵ ଦେବଦେବୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି।

ତେବେ ଏହି ଗସ୍ତ ଅବସରରେ ଶ୍ରୀମନ୍ଦିର ଚତୁଃପାର୍ଶ୍ଵ ବୁଲି ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ତଦାରଖ କରିଛନ୍ତି। ଜିଲ୍ଲାପାଳ ସମର୍ଥ ବର୍ମା, ଓବିସିସି ଅଧିକାରୀ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିବାବେଳେ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସେ ଆଲୋଚନା କରିଥିଲେ।

ସେହିପରି ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ପ୍ରସଙ୍ଗ ନେଇ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ଗ୍ରୀନ୍ ସିଗନାଲ୍ ପରେ ୫ଟି ସଚିବ ଭି କେ ପାଣ୍ଡିଆନ୍ ଓ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ।‌

   Related Posts