oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ଭଞ୍ଜବିହାର କ୍ୟାମ୍ପସ୍‌ରେ ବାଘ ! ଭୟଭୀତ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକେ, ବନ ବିଭାଗର ପାଟ୍ରୋଲିଂ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ
  • ||
  • ୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ
  • ||
  • ପୂଜାରେ ଭିଜିବ ପାର୍ବଣ, ଲଘୁଚାପ ପ୍ରଭାବରେ ୨୬ରୁ ୨୯ ଯାଏ ନିର୍ଦ୍ଧୁମ ଛେଚିବ
  • ||

ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ କୋର୍ଟ ମିତ୍ର ବୈଠକ, ଖୁବଶୀଘ୍ର ହାଇକୋର୍ଟଙ୍କୁ ରିପୋର୍ଟ ଦିଆଯିବ

17/09/2022 at 2:40 PM

ପୁରୀ ୧୭।୦୯ : ପୁରୀରେ କୋର୍ଟ ମିତ୍ର ଏନ. କେ ମହାନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପୁରୀରେ ପହଞ୍ଚି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ କରିଥିଲେ କୋର୍ଟ ମିତ୍ର । ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଓ ଏସଆଇ ଅଧିକାରୀଙ୍କ ସହ ଶ୍ରୀମନ୍ଦିର ମରାମତି, ରକ୍ଷଣାବେକ୍ଷଣ ନେଇ ଆଲୋଚନା କରିଥିଲେ। ବୈଠକ ପରେ ସେ ଏଏସଆଇ ଅଧିକାରୀଙ୍କ ସହ ମିଶି ଶ୍ରୀମନ୍ଦିର ଯାଇ ସମସ୍ତ କାର୍ଯ୍ୟର ଅନୁଧ୍ୟାନ କରିଥିଲେ। ଏହାପରେ ୮ ଦିନ ମଧ୍ୟରେ ହାଇକୋର୍ଟଙ୍କୁ ରିପୋର୍ଟ ଦିଆଯିବ ବୋଲି କହିଛନ୍ତି ଆମିକସକ୍ୟୁରୀ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ନାଟମଣ୍ଡପ ବିମରେ ସୃଷ୍ଟି ହୋଇଥିବା ଫାଟ ମରାମତି କାର୍ଯ୍ୟ ଶୀଘ୍ର ଆରମ୍ଭ ହେବ। ଏଥିସହ ଗର୍ଭଗୃହ, ଜଗମୋହନ, ଭୋଗମଣ୍ଡପ ମରାମତି କାର୍ଯ୍ୟର ମଧ୍ୟ ଅନୁଧ୍ୟାନ ହେବ। ଅନ୍ୟପଟରେ ଭିତର ରତ୍ନଭଣ୍ଡାର ମରାମତି ନେଇ କୌଣସି ଆଲୋଚନା ହୋଇନାହିଁ। ଏଏସଆଇ ପକ୍ଷରୁ କଣ କଣ ମରାମତି କରାଯାଇଛି । ସେ ସବୁର ସ୍ଥିତି କଣ ରହିଛି,ଆଉ କଣ ମରାମତି କରାଯିବ, କେବେ ଓ କିଭଳି କରାଯିବ ତାର ଖସଡ଼ା ପ୍ରସ୍ତୁତ ହୋଇଛି।ଶ୍ରୀମନ୍ଦିର ରୋଷଘର ଓ ସ୍ନାନମଣ୍ଡପର ପଥର ପରିବର୍ତ୍ତନ କରାଯିବ। ଶ୍ରୀମନ୍ଦିର ସୁରକ୍ଷା, ମରାମତି ଓ ରକ୍ଷଣାବେକ୍ଷଣ ନେଇ ଆମିକସ୍ କ୍ୟୁରୀ ଏକ ପୂର୍ଣ୍ଣାଙ୍ଗ ରିପୋର୍ଟ ହାଇକୋର୍ଟଙ୍କୁ ପ୍ରଦାନ କରାଯିବ । 

   Related Posts