oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ, ଦିଲ୍ଲୀରେ ଅବତରଣ ଲାଗି ମିଳିଲାନି ଅନୁମତି
  • ||
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସମ୍ପାଦକ ରବିନ୍ଦ୍ରନାଥ ଦାସଙ୍କ ପରଲୋକ

20/04/2022 at 2:18 PM

ଭୁବନେଶ୍ୱର ୨୦।୦୪: ଆରପାରିରେ ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସମ୍ପାଦକ ତଥା ବିଶିଷ୍ଟ ଗାଳ୍ପିକ ରବିନ୍ଦ୍ରନାଥ ଦାସ । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ରବିନ୍ଦ୍ରନାଥଙ୍କ ଦେହାନ୍ତ ପରେ ତାଙ୍କ ପରିବାର ବର୍ଗଙ୍କୁ ବିଭିନ୍ନ ମହଲରୁ ସମବେଦନା ଜଣାଯାଇଛି ।   

ଖବର ଅନୁଯାୟୀ, ସେ ଜଣେ ଉଚ୍ଚକୋଟୀର ଗାଳ୍ପିକ ଭାବେ ବେଶ୍‌ ଜଣାଶୁଣା ଥିଲେ । ତାଙ୍କ ଲିଖିତ ବିଷର୍ଣ୍ଣ ପୃଥିବା ପାଇଁ ରବିନ୍ଦ୍ରନାଥଙ୍କ ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପୁରସ୍କୃତ କରାଯାଇଛି । ଏହାସହିତ ସେ ତାଙ୍କ ଲମ୍ବା ଜୀବନରେ ଅନେକ ସମ୍ମାନର ହକ୍‌ଦାର ମଧ୍ୟ ହୋଇଛନ୍ତି । ଏପିରିକି ଓଡିଶା ସାହିତ୍ୟ ଏକାଡେମୀର ସେ ସଂପାଦକ ଭାବେ ଦାୟିତ୍ୱ ବହନ କରିଥିଲେ । ତାଙ୍କର କାର୍ଯ୍ୟକାଳ ସମୟରେ ସର୍ବଦା ଓଡିଆ ଭାଷାର ପ୍ରଚାର ପ୍ରସାର ଦିଗରେ କାମ କରିଥିଲେ । ଆଉ ଏବେ ତାଙ୍କ ଦେହାନ୍ତ ଓଡିଶା ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କୁହାଯାଉଛି ।  

   Related Posts