Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ବୁର୍ଲା ଭିସୁଟରେ ରାଗିଂ ଅଭିଯୋଗ, ହଷ୍ଟେଲରେ ପଶି ମାରିଲେ ମାଡ

24/11/2022 at 12:21 PM

ସମ୍ୱଲପୁର ୨୪/୧୧: ବୁର୍ଲା ଭିସୁଟରେ ରାଗିଂ ଅଭିଯୋଗ । ଭିସୁଟର ଜଣେ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ଚତୁର୍ଥ ବର୍ଷର କିଛି ଛାତ୍ର ରାଗିଂ କରିଥିବା ଅଭିଯୋଗ ହୋଇଛି । ଏନେଇ ଛାତ୍ର ଜଣକ ଥାନାରେ ଅଭିଯୋଗ କଲା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ ଛାତ୍ର ଜଣକ ନିଜ ହଷ୍ଟେଲ ରୁମରେ ଶୋଇଥିବାବେଳେ କିଛି ଚତୁର୍ଥ ବର୍ଷ ବା ଶେଷ ବର୍ଷର ଛାତ୍ର ହଷ୍ଟେଲ ରୁମରେ ପଶି ଆସି ରାଗିଂ କରିବା ସହ ପ୍ରବଳ ମାଡ ମାରିଥିଲେ ।

   Related Posts