AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା: ଜମିବାଡି ବିବାଦକୁ ନେଇ ଜଟଣୀ କନ୍ତିଆରେ ଫୁଟିଲା ବୋମା, ବ୍ୟବସାୟୀ ଗୁରୁତର
  • ||
  • କ୍ରାଇମବ୍ରାଞ୍ଚ ଖୋଲୁଛି ଗୋପାଳ ଗୁମର, ୪ ଦିନିଆ ରିମାଣ୍ଡରେ ଚାଲିଛି ମାରାଥନ ଜେରା
  • ||
  • ପାରାଦ୍ୱୀପ: ବାଇକ୍‌ ଓ କାର୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ୬ ଆହତ
  • ||
  • କରଞ୍ଜିଆ: ଥରୁଛି ଶିମିଳିପାଳ, ଉପର ବାର୍‌ହା କାମୁଡ଼ାରେ ତାପମାତ୍ରା ସର୍ବନିମ୍ନ ୪ଡିଗ୍ରୀ
  • ||

ବେଆଇନ କରତକଳରେ ରେଡ୍‌, ୩୦ ଲକ୍ଷରୁ ଅଧିକ ଟଙ୍କାର ସାମଗ୍ରୀ ଜବତ

25/01/2023 at 12:40 PM

ସୋର ୨୫।୦୧ : ବେଆଇନ କରତକଳରେ ଚଢାଉ । ଭିଜିଲାନ୍ସ ଏବଂ ବନବିଭାଗ ପକ୍ଷରୁ ଚଢାଉ ଜାରି ରହିଛି। ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ମାର୍କୋଣା ଓ ବରୀରେ ଦୁଇଟି ବେଆଇନ କରତକଳ ଉପରେ ଭିଜିଲାନ୍ସ ଏବଂ ବନବିଭାଗ ରେଡ୍ କରିଛି ।

ଖବର ଅନୁଯାୟୀ, ବାଲେଶ୍ଵର ଡିଏଫଓ ବିମଲ ପ୍ରସନ୍ନ ଆଚାର୍ଯ୍ୟ, ଭିଜିଲାନ୍ସ ଏସ୍ପିଙ୍କ ନିର୍ଦ୍ଦେଶ କ୍ରମେ ଭିଜିଲାନ୍ସ ଏ.ସି.ଏଫ ତପନ କୁମାର ପରିଡ଼ା, ଡେପୁଟି କଲେକ୍ଟର ସ୍ମୃତି ରଞ୍ଜନ ମଲ୍ଲିକ, ଚାନ୍ଦିପୁର ରେଞ୍ଜର ଗଣେଶ ପ୍ରସାଦ ଲେଙ୍କା, ଔପଦା ରେଞ୍ଜର ବବିତା ସୋରେନ, ଭିଜିଲାନ୍ସ କର୍ମଚାରୀଙ୍କ ଉପସ୍ଥିତିରେ ଦୁଇଟି ବେଆଇନ କରତକଳ ଉପରେ ଚଢ଼ାଉ କରାଯାଇଛି ।

ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ମାର୍କୋଣା ଓ ବରୀରେ ଦୁଇଟି ବେଆଇନ କରତକଳ ଉପରେ ରେଡ୍ ହୋଇଛି। ରେଡ୍ ବେଳେ ୩୦ଲକ୍ଷରୁ ଅଧିକ ଟଙ୍କାର ଯନ୍ତ୍ରପାତି ଓ କାଠ ଜବତ ହୋଇଛି।

   Related Posts