ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଫିଲ୍ମରେ ଆକ୍ସନ ସିନ୍ ଶୁଟିଂ କଲା ବେଳେ ଆହତ ହେଲେ ଅକ୍ଷୟ କୁମାର
  • ||
  • ଅମ୍ରିତପାଲକୁ ଘରେ ଲୁଚାଇ ରଖିଥିବା ମହିଳା ବଲଜିତ କୌର ହରିଆଣାରୁ ଗିରଫ, ବଲଜିତ କହିଲା, ପଗଡ଼ି ପିନ୍ଧୁନି ଅମ୍ରିତପାଲ, ବଦଳାଇଛି ରୂପ
  • ||
  • ସିବିଆଇ ତଦନ୍ତ ପାଇଁ ୯ ରାଜ୍ୟ ପ୍ରତ୍ୟାହାର କରିଛନ୍ତି ଜେନେରାଲ୍ କନସେଣ୍ଟ: ରାଜ୍ୟସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହଙ୍କ ସୂଚନା
  • ||
  • ଦିଲ୍ଲୀ ହିଂସା ୨୦୨୦: ଆପ୍‌ ନେତା ତାହିର ହୁସେନ୍‌ଙ୍କ ସମେତ ୧୦ ଜଣଙ୍କ ନାଁରେ ଅଭିଯୋଗ ସ୍ଥିର କଲେ କୋର୍ଟ
  • ||
  • ନୂଆଦିଲ୍ଲୀ: ମହାରାଷ୍ଟ୍ର, ଗୁଜରାଟ, କେରଳ, କର୍ଣ୍ଣାଟକ, ତାମିଲନାଡୁ, ଦିଲ୍ଲୀ, ହିମାଚଳ ପ୍ରଦେଶ ଏବଂ ରାଜସ୍ଥାନରେ ସବୁଠୁ ଅଧିକ କରୋନା ମାମଲା ଚିହ୍ନଟ ହେଉଛି
  • ||
  • ନୂଆଦିଲ୍ଲୀ:‘କରୋନା ଏବେ ବି ଶେଷ ହୋଇ ନାହିଁ’, ଦେଶର ୮ ରାଜ୍ୟରେ ଚିହ୍ନଟ ହେଉଛି ଅଧିକ ମାମଲା ସୂଚନା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ
  • ||
  • ରାଉରକେଲା : ଡିଭାଇଡର୍‌ରେ ପିଟିହେଲା ବାଇକ୍, ୨ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ତୃଣମୂଳସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବା ସହ ବିଜେଡ଼ିର ବିକଳ୍ପ ହେବ ଦଳ : ସମୀର ମହାନ୍ତି
  • ||
  • ନୂଆପଡା : ନୂଆପଡାରେ ଥମୁନି ବାଘ ଆତଙ୍କ, ବାଛୁରୀକୁ ମାରି ଖାଇଲା କଲରାପତରିଆ
  • ||
  • ଭୁବନେଶ୍ବର : ସ୍ପେଶାଲ ସ୍କ୍ବାଡ୍ ପଞ୍ଝାରେ ୩ ଡକାୟତ, ଘରେ କେହି ନଥିବା ବେଳେ କରୁଥିଲେ ଲୁଟ୍
  • ||

ପଶ୍ଚିମା ଝଡ଼ ସକ୍ରିୟ ଯୋଗୁଁ ତାତିରୁ ମିଳିଛି ଆଶ୍ୱସ୍ତି : ଆସନ୍ତା ୨୪ ଘଣ୍ଟାରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

9/03/2023 at 3:54 PM

ଭୁବନେଶ୍ବର ୯।୩: ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ଼ । ତାତିରୁ ମିଳିଛି ଆଶ୍ୱସ୍ତି । ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, କେଉଁଝର, ମୟୁରଭଞ୍ଜର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼, କେଉଁଝର, ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, ଯାଜପୁର, ଢେ଼ଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ । ଏଥିସହ ୫ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୧ ତାରିଖରେ ଖୋର୍ଦ୍ଧା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପଶ୍ଚିମା‌ ଝଡ଼ ପ୍ରଭାବ ଯୋଗୁଁ ପାଗ ମେଘୁଆ ସହ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଗୁରୁବାର ଭୁବନେଶ୍ଵରରେ ପାଗ ମୁଖ୍ୟତଃ ମେଘୁଆ ରହିବା ସହ ଦିନ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍ ପାଖାପାଖି ରହିଛି ।

   Related Posts