Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଶେଷ ଦିନରେ ଜମୁଛି ରଜ ମଉଜ, ପିଠାମିଠା ସାଙ୍ଗକୁ ଦୋଳି ଖେଳି ମଜଲିସ୍ କରୁଛନ୍ତି କୁଆଁରୀ

16/06/2022 at 10:23 AM

ଜଗତସିଂହପୁର ୧୬/୦୬: ଆଜି ତିନିଦିଆ ରଜ ମହୋତ୍ସବର ତୃତୀୟ ବା ଶେଷ ଦିନ । ବର୍ଷକରେ ଥରେ ଆସୁଥିବା ଏହି କୃଷି ଭିତ୍ତିକ ପର୍ବକୁ ଗ୍ରାମାଞ୍ଚଳ ଠାରୁ ଆରମ୍ଭ କରି ସହାରାଞ୍ଚଳ ପର୍ଯ୍ୟନ୍ତ ପ୍ରତିଟି ଓଡ଼ିଆ ପରିବାର ବେଶ ଧୁମଧାମରେ ରଜ ପାଳନ କରିଥାନ୍ତି । ଏହି ସମୟରେ ଝିଅ ମାନେ ସାଧାରଣତ କୌଣସି କାର୍ଯ୍ୟ ନ କରିବା ସହିତ ଖେଳି ବୁଲି ମଜା କରିଥାନ୍ତି । ଓଡ଼ିଶାରେ ଏହି ପର୍ବକୁ ଗଣ ପର୍ବ ଭାବେ ପାଳନ କରାଯାଇ ଥାଏ ।

ଗତ ଦୁଇ ବର୍ଷ ହେବ ମହାମାରୀ କରୋନା କଟକଣା ହେତୁ ଏହି ପର୍ବ ପାଳନ ହେଇ ପାରି ନଥିବା ବେଳେ ଚଳିତ ବର୍ଷ ଜଗତସିଂହପୁର ଜିଲ୍ଲାରେ ଏହି ପର୍ବ ଝିଅମାନେ ଖୁବ ଆଡମ୍ବର ସହ ପାଳନ କରିଛନ୍ତି । ରଜ ପାନ, ପୋଡପିଠା ଓ ରଜ ଦୋଳି ସାଙ୍ଗକୁ ବିଭିନ୍ନ ପ୍ରତିଯୋଗିତା ସବୁ ବର୍ଗର ଲୋକଙ୍କ ମନରେ ସୃଷ୍ଟି କରିଥାଏ ନୂଆ ଉନ୍ମାଦନା ।

   Related Posts