LIVE TV

ଧରାପଡିଲା ଦଲାଲ ସିକନ୍ଦର, ଯାଜପୁରରୁ ଗିରଫ କଲା ଜଗତସିଂହପୁର ପୋଲିସ

NEWS7
rajasthan-political-crisis-sonia-gandhi-will-take-action-soon

ଜଗତସିଂହପୁର ୨୨/୧୧: ଶେଷରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ ସିକନ୍ଦର ଆଲାମ । ଯାଜପୁରରୁ ଗିରଫ କଲା ଜଗତସିଂହପୁର ପୋଲିସ । ୬ ଦିନ ହେଲା ଫେରାର ଥିଲା ସିକନ୍ଦର । ତାକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଜାଲ ବିଛାଇ ଥିଲା ଜଗତସିଂହପୁର ପୋଲିସ । ସିକନ୍ଦର ଠାରୁ ତାର ପାସପୋର୍ଟ ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ । ବେହେରାମପୁର ବସ୍ତିରେ ସରକାରୀ ଜାଗାରେ ବେଆଇନ ଘର ତିଆରି କରି ବାଂଲାଦେଶୀ ଙ୍କୁ ରଖିଥିଲା ସିକନ୍ଦର । ସିକନ୍ଦରର ବିଦେଶୀ ଲିଙ୍କ ରହିଥିବା ସୂଚନା । ଏକ ଅଜ୍ଞାତ ସ୍ଥାନରେ ରଖି ପଚାରା ଉଚରା ଜାରି ରଖିଛି ।