ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ବଲିଉଡ ଅଭିନେତ୍ରୀ ରକୁଲ ପ୍ରୀତ ସିଂହ କରୋନା ଆକ୍ରାନ୍ତ, ଟ୍ବିଟ୍ କରି କହିଲେ ‘ଖୁବଶୀଘ୍ର ସୁସ୍ଥ ହୋଇ ଶୁଟିଂ ଆରମ୍ଭ କରିବି’

22/12/2020 at 6:47 PM

ନୂଆଦିଲ୍ଲୀ ୨୨/୧୨ : ବଲିଉଡ ଅଭିନେତ୍ରୀ ରକୁଲ ପ୍ରୀତ ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ନିଜେ ରକୁଲ ପ୍ରୀତ୍ ସିଂହ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ଟ୍ବିଟ୍ କରି ସେ ଲେଖିଛନ୍ତି, ‘ଅସୁସ୍ଥ ଅନୁଭବ କରିବାରୁ କରୋନା ପରୀକ୍ଷା କରାଇଥିଲି ଯାହାର ରିପୋର୍ଟ ପଜିଟିଭ୍ ଆସିଛି । ଏବେ ମୁଁ ହୋମ କ୍ବାରେଣ୍ଟାଇନ୍‌ରେ ଅଛି ଓ ସୁସ୍ଥ ଅନୁଭବ କରୁଛି । ଖୁବଶୀଘ୍ର ସୁସ୍ଥ ହୋଇ ଶୁଟିଂ ଆରମ୍ଭ କରିବି ବୋଲି ଆଶା କରୁଛି’ । ତେବେ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କୋଭିଡ୍ ପରୀକ୍ଷା କରିବାନେବାକୁ ଅନୁରୋଧ କରିଛନ୍ତି ରକୁଲ ପ୍ରୀତ ସିଂହ ।

   Related Posts