ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଧର୍ମଶାଳା ବିଜେପିକୁ ବଡ ଝଟ୍‌କା, ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ରମେଶ ଚନ୍ଦ୍ର ପରିଡା

24/09/2021 at 12:16 PM

ଯାଜପୁର ୨୪।୯: ଯାଜପୁର ଜିଲ୍ଲା ଧର୍ମଶାଳା ବିଜେପିକୁ ବଡ ଝଟକା । ଧର୍ମଶାଳାରୁ ତିନି ତିନି ଥର ପ୍ରାର୍ଥୀ ହୋଇଥିବା ରମେଶ ଚନ୍ଦ୍ର ପରିଡା ଓ ତାଙ୍କର ୧୧ ଜଣ ସମର୍ଥକ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ରମେଶ ଧର୍ମଶାଳା ବ୍ଲକ୍ ଅଧ୍ୟକ୍ଷ ଭାବେ ଧର୍ମଶାଳା ବିଜେଡିରୁ ରାଜନୀତି ଆରମ୍ଭ କରିଥିବା ବେଳେ ପରେ ବିଜେପିରେ ମିଶି ଧର୍ମଶାଳାରୁ ତିନି ଥର ବିଧାୟକ ଭାବେ ପ୍ରତିଦ୍ବନ୍ଦିତା କରିଥିଲେ । କଂଗ୍ରେସରୁ ଆସି ସ୍ମୃତିରେଖା ବିଜେପିରେ ମିଶିବା ପରେ ଅସନ୍ତୋଷ ଥିଲେ ରମେଶ । ଫଳରେ ସେ ଓ ତାଙ୍କର ସମର୍ଥକମାନେ ଦଳ ଛାଡିଥିବା ଜଣାପଡିଛି ।

   Related Posts