ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ରଙ୍ଗବତୀ ଗୀତର ତାଳେ ତାଳେ ନାଚିଲେ ଉପଜିଲ୍ଲାପାଳ, ନୂଆଁଖାଇ ଭେଟ୍‌ଘାଟରେ ସାମିଲ ହୋଇଥିଲେ ଯୁବ IAS ସତ୍ୟବାନ ମନୋଜ ମହାଜନ

29/09/2022 at 2:46 PM

ଟିଟିଲାଗଡ଼ ୨୯।୦୯ : ରଙ୍ଗବତୀ ଗୀତର ତାଳେ ତାଳେ ଝୁମିଲେ ଆଇଏଏସ୍ । ଟିଟିଲାଗଡ଼ ସହରରେ ସାମାଜିକ ଅନୁଷ୍ଠାନ ସମୁହ ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ନାଚିଲେ ଟିଟିଲାଗଡ଼ ଉପଜିଲ୍ଲାପାଳ ତଥା ଯୁବ IAS ଅଫିସର ସତ୍ୟବାନ ମନୋଜ ମହାଜନ। ଏହି କାର୍ଯ୍ୟକ୍ରମରେ ଜଳସଂପଦ ମନ୍ତ୍ରୀ ଟୁକୁନି ସାହୁ ଯୋଗ ଦେଇଥିଲେ। ପଦ୍ମଶ୍ରୀ ଜିତେନ୍ଦ୍ରିୟ ହରିପାଲ ଓ ବ୍ୟଙ୍ଗକବି ରସରାଜ ଅଚ୍ୟୁତ ପୁରୋହିତ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

   Related Posts