ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ : ଅଭିଯୁକ୍ତ ଗିରଫ

16/12/2019 at 9:41 AM

ନୀଳଗିରି ୧୬/୧୨: ପୁଣି ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ବାଲେଶ୍ବର ନୀଳଗିରି ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଘଟଣାରେ ପୋଲିସର ତଦନ୍ତ ଆରମ୍ଭ ।  

ସୂଚନାଯୋଗ୍ୟ ଯେ, ନୀଳଗିରି ଥାନା ଅଞ୍ଚଳରେ ଥିବା ନାବାଳିକାଙ୍କ ଘରେ କେହିନଥିବାର ସୁଯୋଗ ନେଇ ଅଭିଯୁକ୍ତ  ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପୋଲିସରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରି ଜଣେ ଅଭିଯୁକ୍ତକୁ ଗିରଫ କରିଛି ।  

   Related Posts