oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଡିସେମ୍ବର ୩୧ ତାରିଖ, ଶୁକ୍ରବାର : ବର୍ଷର ଶେଷ ଦିନଟି କେଉଁ ରାଶି ପାଇଁ କେମିତି ରହିବ ଜାଣନ୍ତୁ

31/12/2021 at 7:16 AM

ମେଷ– ଆଜିଶନି ଓ ଚନ୍ଦ୍ରଙ୍କ ଷଡାଷ୍ଟକ ସ୍ଥିତି ଯୋଗୁ ମନ ମୁତାବକ କାମ କରିବାରେ ବିଫଳ ହେବେ । ଅବଶ୍ୟ ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇ ଖୁସି ରହିବେ ।ଶୁଭରଙ୍ଗଗ୍ରୀନ୍ ।ଶୁଭଅଙ୍କ ୬ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତିକରନ୍ତୁ ।
ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ଅର୍ଥ ଲାଭହେବ ।
ଗୃହିଣୀ-ଧାର୍ମିକ ହେବେ ।
ବୃଷ– ଧନସ୍ଥରାହୁ ଓ ଧନାଧିଙ୍କ ଦୁର୍ବଳତାକାରଣରୁ ଅର୍ଥ ସମ୍ପର୍କୀୟ ବିବାଦର ସମ୍ମୁଖୀନ ହୋଇପାରନ୍ତି ।କର୍ମକ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ ।ଶୁଭରଙ୍ଗ ବ୍ରାଉନ୍ ।ଶୁଭ ଅଙ୍କ ୩ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।
ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମିଥୁନ – ଧନାଧିପ ସପ୍ତମ ଭାବସ୍ଥ ପ୍ରଭାବରେ ଋଣ ପରିଶୋଧ କରିବା ସକାଶେ କିମ୍ବା ବିଭିନ୍ନ ପ୍ରକାରର ଧନ୍ଦା କରିବା ସକାଶେ ମନ ବଳାଇ ପାରନ୍ତି । କର୍ମକ୍ଷେତ୍ର, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୭ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀହେବ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ–ଚନ୍ଦ୍ର ପାପଗ୍ରହଙ୍କ ପ୍ରଭାବରୁ ମୁକ୍ତଯୋଗୁ ମାନସିକସ୍ଥିତି ପ୍ରାୟତଃ ଭଲ ରହିବ କିନ୍ତୁ ଅଶ୍ଳେଷା ନକ୍ଷତ୍ର ଯୋଗୁ କର୍ମବ୍ୟସ୍ତତାବୃଦ୍ଧି ପାଇପାରେ ।ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୪ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
ଛାତ୍ରଛାତ୍ରୀ-ବହୁ ପରିଶ୍ରମକରିବାକୁ ପଡିବ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତିବିଷୟରେଜ୍ଞାନ ନିଅନ୍ତୁ ।
ସିଂହ –ସୁଯୋଗ ଅଭାବରୁ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟିକଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ ।କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖା ଦେଇପାରେ ।ଶୁଭରଙ୍ଗଲାଲ୍ ।ଶୁଭ ଅଙ୍କ ୨ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଅସୁସ୍ଥ ଅନୁଭବକରିବେ ।
ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ସୁଖ ଅନୁଭବକରିବେ ।
କନ୍ୟା– ଧନସ୍ଥାନକୁ ଧନାଧିପତି ଦେଖୁଥିବାରୁ ହଠାତ୍ ଆଜି ବହୁତ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଘରେ ଆସି ଟଙ୍କା ଦେଇଯିବ । ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ସୂଚନା ରହିଛି । ଶୁଭରଙ୍ଗ ବ୍ରାଉନ୍ ।ଶୁଭ ଅଙ୍କ ୭ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁଉତ୍ତମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀହେବେ ।
ରୋଗୀ-ସାମାନ୍ୟସୁସ୍ଥ ଅନୁଭବକରିବେ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ତୁଳା–ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କର ସମସ୍ତ ଆଶା ଓ କାମନା ପୂର୍ଣ୍ଣତାଲାଭକରିବ । ଆଇନର ସହାୟତା ନେଇ ମାଲି ମୋକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।ଶୁଭରଙ୍ଗଗ୍ରୀନ୍ ।ଶୁଭ ୨ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତିକରନ୍ତୁ ।
ଛାତ୍ରଛାତ୍ରୀ-ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କର୍ମକ୍ଷେତ୍ର ରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତାକୁହାତଛଡାକରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ବିଛା– ଅଷ୍ଟମାଧିପତି ନବମ ଭାବରେ ରହି ଆପଣଙ୍କ ଉଦ୍ୟମ ଓ ଚିନ୍ତାଧାରାକୁ ବିକ୍ଷିପ୍ତ କରିପାରନ୍ତି । ଆଜି ଘର କାମସାଙ୍ଗକୁ ଅଫିସ୍‌ କାମରଚାପ ବଢିଯିବା କାରଣରୁ ବ୍ୟସ୍ତତା ବଢି ଯାଇପାରେ ।ଶୁଭରଙ୍ଗ କ୍ରୀମ୍ ।ଶୁଭ ଅଙ୍କ ୯ ।
ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତରହିବେ ।
ବ୍ୟବସାୟୀ-ନୂଆ ଡିଲ୍‌ ମିଳିବ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ-ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତହେବେ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ଧନୁ –ରାହୁ ଓ ରାଶିରେ ପାପଗ୍ରହ ପ୍ରଭାବରେ ବିଭିନ୍ନ ପ୍ରକାରର ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁବାଧ୍ୟ ହେବେ ।ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜସ୍ଥାନରେ ବେଶ୍‌ ଖୁସୀ ରହିବେ ।ଶୁଭରଙ୍ଗ କଫି ।ଶୁଭ ଅଙ୍କ ୫ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତିକରନ୍ତୁ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁଉତ୍ତମ ।

ମକର–ଶନି ଓ ଚନ୍ଦ୍ରଙ୍କ ସ୍ଥିତି କାରଣରୁ ଆପଣ ଭାବୁଥିବା ଗୋଟିଏ କଥା କହିଲାବେଳକୁ ତାହା ଓଲଟାହୋଇ ଯାଇପାରେ । ଫଳରେ ବନ୍ଧୁଙ୍କସହବିତର୍କଜନିତ ଅଶାନ୍ତିକର ପରିସ୍ଥିତି ସୃଷ୍ଟି ହୋଇପାରେ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୭ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀହେବେ ।
କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
କୁମ୍ଭ -ଷଷ୍ଠାଧିପ ସପ୍ତମ ଭାବସ୍ଥ ଯୋଗୁ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ କାମ ଗୁଡିକ ଘାତ ପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବାରସୂଚନାରହିଛି । ପରିବାରରେ କାହାର ସ୍ୱାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିପାରେ ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୪ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ସୁଖ ଅନୁଭବକରିବେ ।
ମୀନ – ଚତୁର୍ଥ ଭାଗରେ ରାହୁ ଥିବା ରୁଷରୋଇ କ୍ଷେତ୍ରରେ ଆତ୍ମୀୟମାନେ କେତେକ କାରଣରୁ କେନ୍ଦ୍ର କରି ବିଶ୍ୱାସଘାତକତା କରିପାରନ୍ତି ।ଶୁକ୍ରଙ୍କ ଧନ ଭାବସଂସ୍ଥାନରୁ ଅର୍ଥ ଲାଭ ସହ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି ।ଶୁଭରଙ୍ଗମେରୁନ୍ ।ଶୁଭ ଅଙ୍କ ୩ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତରହିବେ ।
ବ୍ୟବସାୟୀ-ହାତକୁ ଆସୁଥିବାଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତହେବେ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

   Related Posts