oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଅପ୍ରେଲ ୧୭ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

17/04/2022 at 7:10 AM

ମେଷ–ଆଜିର ଯାତ୍ରା ଓ ସନ୍ଧ୍ୟା ଭ୍ରମଣରେ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଭୁଲବୁଝାମଣା କାରଣରୁ କୌଣସି ଅପରିଚିତଙ୍କ ସହ କଳହ ଲାଗିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଗ୍ରହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ବନ୍ଧୁମାନଙ୍କ ସହାନୁଭୂତି ଲାଭ କରି ବିବାଦୀୟ ଘଟଣାର ସମାଧାନ କରିବେ । ଆକସ୍ମିକ ଭାବେ ସୁଖଭ୍ରମଣ ଯୋଗ ରହିଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବ- ସୁ ସମ୍ବାଦ ପାଇବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ମିଥୁନ – ଆହିର ଯାତ୍ରା ଓ ନୂତନ କାର୍ଯ୍ୟାରମ୍ଭ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । କିନ୍ତୁ ଯାହା କଲେ ମଧ୍ୟ ବିନା ଖର୍ଚ୍ଚରେ କାମ ହାସଲ ହୋଇପାରିବ ନାହିଁ । ସ୍ୱାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌-ବେଗର କାରଣ ହୋଇପାରେ ।ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।

କର୍କଟ – ଦୀର୍ଘ ଦିନର ସ୍ଥଗିତ କାମକୁ ଆରମ୍ଭ କରିବା ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହେବ । ସହକର୍ମୀମାନେ ପ୍ରତ୍ୟେକ କ୍ଷେତ୍ରରେ ସହ-ଯୋଗର ହାତ ବଢାଇବେ । ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରହିବା ଭଲ । ଶୁଭ ରଙ୍ଗମେରୁନ୍‌୍ । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ – କୌଣସି କ୍ଷେତ୍ରକୁ ନ ଡାକିଲେ ଯାଆନ୍ତୁ ନାହିଁ ଏବଂ ନ ପଚାରିଲେ କିଛି କହିବା ଠିକ୍ ହେବ ନାହିଁ । ଚେଷ୍ଟା କରୁଥିବା କାମ, ଅର୍ଥ ସମ୍ପର୍କ ପ୍ରଭୃତି ପ୍ରତ୍ୟେକ ଦିଗରୁ ଶୁଭଫଳ ପାଇବେ । ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ସଫଳତା ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

କନ୍ୟା – ଅନ୍ୟ ପାଇଁ ତ୍ୟାଗ ସ୍ୱୀକାର କଲେ ମଧ୍ୟ ସେମାନେ ତାହାକୁ ଗ୍ରହଣ କରିପାରିବେ ନାହିଁ । ଅସାବଧାନତା କାରଣରୁ ଆଘାତ କିମ୍ବା ଧନହାନିର ସମ୍ଭାବନା ରହିଛି । ଚିନ୍ତା କରିଥିବା କାମଗୁଡିକ ପରିସ୍ଥିତିବଶତଃ ବାସ୍ତବରେ ଓଲଟା ହେବାରୁ ଚିନ୍ତା ପ୍ରକଟ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ତୁଳା – ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଖର୍ଚ୍ଚାନ୍ତ ହେଲେ ମଧ୍ୟ ଶେହ କରିପାରିବେନି । ପ୍ରତିଟି କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ, ନତୁବା ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି । ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । ଶୁଭ ରଙ୍ଗକ୍ରୀମ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ବିଛା – ଅତୀତ ଘଟଣା ମନରେ ଆଲୋଡନ ସୃଷ୍ଟି କରି ମାନସିକ ସ୍ଥିତିକୁ ଅସ୍ଥିର କରିପାରେ । କାଳେ ସାହାର୍ଯ୍ୟ କରିବାକୁ ବନ୍ଧୁ କହିପାରନ୍ତି, ଏହି କଥା ମନରେ ଚିନ୍ତା କରି ସମ୍ପର୍କୀୟ ପାଖ ମାଡିବେ ନାହିଁ । ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ, ଯାହାକି କାମକୁ ଆସିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା ଆପଣଙ୍କ ପାଇଁ ସମସ୍ୟାର କାରଣ ହୋଇପାରେ । ପୂର୍ବରୁ ପରିକଳ୍ପିତ ନୁତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ନିର୍ମାଣ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚାପର ସମ୍ମୁଖୀନ ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ମକର – ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କେତେକ କ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବ କିନ୍ତୁ ଧନିଷ୍ଠା ନିଜ ଦୋଷରୁ ତାହା ହରାଇ ପାରନ୍ତି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସମସ୍ୟା ସୃଷ୍ଟି ହେବା କାରଣରୁ କାମଟି ଅସମ୍ପୂର୍ଣ୍ଣ ରହିଯିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ – ଆଜିର ପ୍ରତ୍ୟେକ କାମ ସମସ୍ୟାବହୁଳ ହୋଇପାରେ । କର୍ମକ୍ଷେତ୍ରରେ ଅସଫଳ ହେବାକୁ ନେଇ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଆଜି ସଭାସମିତି, ସତ୍‌-ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ ।
ଛାତ୍ରଛାତ୍ରୀ- ବାପା ମା ଙ୍କ କଥା ମାନିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।

ମୀନ – ଆଜି ଯାହା କରିବେ କିମ୍ବା କହିବେ, ପ୍ରତ୍ୟେକ ଦିଗରୁ ତାହା ଅନୁକୂଳ ସୁଫଳ ପ୍ରଦାନ କରିବ । କିନ୍ତୁ କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡିପାରେ । ଆନୁଷ୍ଠାନିକ କାମରେ ଗୁରୁଦାୟିତ୍ୱ ବହନ କରି ପ୍ରସ୍ତୁତିପଥେ କର୍ମମୁଖର ରହିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

   Related Posts