ଅକ୍ଟୋବର ୨୯ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 29, 2021 IST

ମେଷ–ପରିବାରର ଯଥାର୍ଥ ଦାୟିତ୍ୱବାନ ହୋଇପାରନ୍ତି । ମନରେ ପ୍ରସନ୍ନତା ଭାବ ଦେଖା ଦେବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତିସଜାଗ ରହିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ–ସୁଯୋଗର ଉପଯୋଗ କରି କୃତକାର୍ଯ୍ୟ ହେବେ । ଭାଗ୍ୟବାନ ହୋଇପାରନ୍ତି । ଦିନଟି ଭୋଗବିଳାସରେ ଅତିବାହିତ ହେବ । ସୁଖସମୃଦ୍ଧି ପୂର୍ଣ୍ଣ ଜୀବନ ଯାପନ କରିବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୨ ।
• ଗୃହିଣୀ-ନୂଆ ବସ୍ତ୍ରଲାଭ ହେବ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ମିଥୁନ -କର୍ମକ୍ଷେତ୍ରରେ ମନ ଦ୍ୱିଧାଗ୍ରସ୍ତ ହୋଇପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । କୌଣସି କାରଣରୁ ମନରେ ଈର୍ଷା ଜାତ ହୋଇପାରେ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ-ନୂତନ ଯୋଜନା ଫଳବତୀ ହେବ । ସମ୍ବର୍ଦ୍ଧିତ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସୁଖମୟ ଜୀବନ ଯାପନ କରିବେ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୧ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ସିଂହ – ବଦଖର୍ଚ୍ଚରୁ ବିରତ ହେଲେ ଆର୍ଥିକସ୍ଥିତି ଅକ୍ଷୁର୍ଣ୍ଣ ରହିବ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୫ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା–ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ତତ୍ପର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ-ସୁଖଭାରା ଦିନଟି ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ସ୍ମରଣଶକ୍ତି ପାଇଁ ବୁଧକାରକଚେର ବ୍ୟବହାର କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ତୁଳା–ମାନ-ଅଭିମାନ ଉପୁଜି ପାରେ । ଉଦାର ପ୍ରକୃତି ଯୋଗୁଁ ଆଦରଣୀୟ ହେବେ । ଦାନ-ଧର୍ମର ଦୀକ୍ଷା ଗ୍ରହଣ କରିପାରନ୍ତି । ସୁଖୀହେବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା– ଅଭାବ, ଅନଟନ ଦୂରହେବ । ସୁଖ ସନ୍ତୋଷରେ ଦିନଟି ବିତିବ । ମନ ପ୍ରସନ୍ନରହିବ । ଆସ୍ତିକ ପ୍ରକୃତିର ହେବେ । କଥାର ସାବଲୀଳତାରେ ପରକୁ ଆପଣାର କରିବେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୨ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି- ଜଳଯାତ୍ରାମନା ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ଧନୁ –ତରବର ନ ହୋଇ ଅପେକ୍ଷାରତ ହେଲେ ସୁଫଳ ମିଳିବ ।ଭାଗ୍ୟଶାଳୀ ହୋଇପାରନ୍ତି । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୬ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ନୂଆ ବସ୍ତ୍ରଲାଭ ହେବ ।

ମକର–ଠିକଣାସ୍ଥାନରେ ନିଜର ଦାବି ଉପସ୍ଥାପନ କରିବାର ସୁଯୋଗ ଜୁଟିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଋଣକ୍ଷେତ୍ରରେ ପାରଙ୍ଗମ ହେବେ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

କୁମ୍ଭ -ଚଞ୍ଚଳ ସ୍ୱଭାବର ହେବେ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଭାଷା ବିନିମୟ ପ୍ରୀତିଯୁକ୍ତ ହେବେ । ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ନୂଆ ବସ୍ତ୍ରଲାଭ ହେବ ।

ମୀନ – ମନ ପ୍ରସନ୍ନ ରହିବ । କାର୍ଯ୍େୟ ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି ।ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.