scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଅକ୍ଟୋବର ୨୯ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

29/10/2021 at 7:05 AM

ମେଷ–ପରିବାରର ଯଥାର୍ଥ ଦାୟିତ୍ୱବାନ ହୋଇପାରନ୍ତି । ମନରେ ପ୍ରସନ୍ନତା ଭାବ ଦେଖା ଦେବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତିସଜାଗ ରହିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ–ସୁଯୋଗର ଉପଯୋଗ କରି କୃତକାର୍ଯ୍ୟ ହେବେ । ଭାଗ୍ୟବାନ ହୋଇପାରନ୍ତି । ଦିନଟି ଭୋଗବିଳାସରେ ଅତିବାହିତ ହେବ । ସୁଖସମୃଦ୍ଧି ପୂର୍ଣ୍ଣ ଜୀବନ ଯାପନ କରିବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୨ ।
• ଗୃହିଣୀ-ନୂଆ ବସ୍ତ୍ରଲାଭ ହେବ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ମିଥୁନ -କର୍ମକ୍ଷେତ୍ରରେ ମନ ଦ୍ୱିଧାଗ୍ରସ୍ତ ହୋଇପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । କୌଣସି କାରଣରୁ ମନରେ ଈର୍ଷା ଜାତ ହୋଇପାରେ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ-ନୂତନ ଯୋଜନା ଫଳବତୀ ହେବ । ସମ୍ବର୍ଦ୍ଧିତ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସୁଖମୟ ଜୀବନ ଯାପନ କରିବେ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୧ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ସିଂହ – ବଦଖର୍ଚ୍ଚରୁ ବିରତ ହେଲେ ଆର୍ଥିକସ୍ଥିତି ଅକ୍ଷୁର୍ଣ୍ଣ ରହିବ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୫ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା–ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ତତ୍ପର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ-ସୁଖଭାରା ଦିନଟି ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ସ୍ମରଣଶକ୍ତି ପାଇଁ ବୁଧକାରକଚେର ବ୍ୟବହାର କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ତୁଳା–ମାନ-ଅଭିମାନ ଉପୁଜି ପାରେ । ଉଦାର ପ୍ରକୃତି ଯୋଗୁଁ ଆଦରଣୀୟ ହେବେ । ଦାନ-ଧର୍ମର ଦୀକ୍ଷା ଗ୍ରହଣ କରିପାରନ୍ତି । ସୁଖୀହେବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା– ଅଭାବ, ଅନଟନ ଦୂରହେବ । ସୁଖ ସନ୍ତୋଷରେ ଦିନଟି ବିତିବ । ମନ ପ୍ରସନ୍ନରହିବ । ଆସ୍ତିକ ପ୍ରକୃତିର ହେବେ । କଥାର ସାବଲୀଳତାରେ ପରକୁ ଆପଣାର କରିବେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୨ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି- ଜଳଯାତ୍ରାମନା ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ଧନୁ –ତରବର ନ ହୋଇ ଅପେକ୍ଷାରତ ହେଲେ ସୁଫଳ ମିଳିବ ।ଭାଗ୍ୟଶାଳୀ ହୋଇପାରନ୍ତି । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୬ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ନୂଆ ବସ୍ତ୍ରଲାଭ ହେବ ।

ମକର–ଠିକଣାସ୍ଥାନରେ ନିଜର ଦାବି ଉପସ୍ଥାପନ କରିବାର ସୁଯୋଗ ଜୁଟିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଋଣକ୍ଷେତ୍ରରେ ପାରଙ୍ଗମ ହେବେ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

କୁମ୍ଭ -ଚଞ୍ଚଳ ସ୍ୱଭାବର ହେବେ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଭାଷା ବିନିମୟ ପ୍ରୀତିଯୁକ୍ତ ହେବେ । ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ନୂଆ ବସ୍ତ୍ରଲାଭ ହେବ ।

ମୀନ – ମନ ପ୍ରସନ୍ନ ରହିବ । କାର୍ଯ୍େୟ ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି ।ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

   Related Posts