scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଅକ୍ଟୋବର ୨୫ ତାରିଖ, ମଙ୍ଗଳବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

25/10/2022 at 7:30 AM

ମେଷ– କେତେକ ଅନିଚ୍ଛାକୃତ କାରଣବଶତଃ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ । ବାରମ୍ବାରସମସ୍ୟା ବୃଦ୍ଧି ପାଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ । ଶ୍ରୀ ଚନ୍ଦ୍ରଭୋଗ ହେଉଥିବାରୁ ଆୟ ପରିମାଣବୃଦ୍ଧି ପାଇବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟ ଯୁକ୍ତ ହୋଇପାରନ୍ତି । ଧନ-ସମ୍ପଦ ଭରପୂର ରହିବ ।

ଶୁଭରଙ୍ଗ ନାରଙ୍ଗୀ, ଶୁଭ ଅଙ୍କ ୮

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ରୋଗୀ- ଅସୁସ୍ଥ ଅନୁଭବ କରିବେ

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ– କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରିବାକୁ ପଡିବ । ପାରିବାରିକ ଆବଶ୍ୟକତାପୂରଣ ଲାଗି ଧାର ସୂତ୍ରରେଅର୍ଥ ଆଣିବେ । ନିଜ ସମ୍ମାନକୁ ଜଗିଚଳିବାକୁପଡିବ ।ଚଞ୍ଚଳସ୍ୱଭାବରହେବେ ।ଏକାନ୍ତପ୍ରିୟଏବଂନେତ୍ର ପୀଡା ଭୋଗ କରିପାରନ୍ତି ।ମିଷ୍ଟଭାଷୀହେବେ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି ।

ଶୁଭରଙ୍ଗ ଧଳା, ଶୁଭ ଅଙ୍କ ୧

ଗୃହିଣୀ- ସୁଖୀ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମିଥୁନ – ଅଣ୍ୟମାନେ ନିଜର ସୁବିଧା ଅନୁଯାୟୀ କାମ କରି ଆପଣଙ୍କ ପାଇଁ ସମସ୍ୟାଆଣିପାରନ୍ତି । ସୁନିୟନ୍ତ୍ରିତ କାର୍ଯ୍ୟ ଲାଗି କର୍ମକ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷାପାଇବେ । ସୁସ୍ଥ ଓ ନିରାମୟଜୀବନଯାପନ କରିବେ । ଯଶସ୍ୱୀହେବେ ।ରୋଜଗାର ଆଶାନୁରୂପହେବ ।ଲୋକପ୍ରିୟତା ଅର୍ଜନ କରିପାରନ୍ତି ।

ଶୁଭ ରଙ୍ଗ ଗୋଲାପି, ଶୁଭ ଅଙ୍କ ୫

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମ ଦେବ । ଆତ୍ମୀୟମାନେ ବିରୁଦ୍ଧାଚରଣକରିପାରନ୍ତି । ଯାତ୍ରା ସ୍ଥଗିତ ରଖିବାକୁ ପଡିବ। ସୁଖ-ସମ୍ମାନ ଲାଭକରିପାରନ୍ତି । କୁଳଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବରହୋଇପାରନ୍ତି ।

ଶୁଭ ରଙ୍ଗ ଲାଇଟ୍ ନୀଳ,ଧଳା, ଶୁଭ ଅଙ୍କ ୯ ।

ଗୃହିଣୀ- ଧାର୍ମିକ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ସିଂହ – ସଭାସମିତି ରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ । ଆଶା ପୂରଣ ପାଇଁଅନୁକୂଳ ପରିବେଶ ସୃଷ୍ଟି ହେବାରେ ସମ୍ପର୍କୀୟଙ୍କ ଅବଦାନକୁ ଭୁଲିପାରିବେ ନାହିଁ । ସହାୟତାମିଳିବ । ସହଜ-ସୁଲଭ ହେବ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେସମୟ ଅତିବାହିତକରିପାରନ୍ତି ।

ଶୁଭ ରଙ୍ଗ ଗ୍ରୀନ୍, ଶୁଭ ଅଙ୍କ ୨ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା – ରାଜନୈତିକସ୍ତରରେ ନେତୃସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତହୋଇପାରନ୍ତି । ଆର୍ଥିକସ୍ଥିତିରେ ଢେର ଉନ୍ନତି ଘଟିବ, ମାତ୍ରସୁଖମିଳିବ । କଷ୍ଟସାଧ୍ୟହେବ । ସ୍ୱାଭିମାନୀ ହୋଇପାରନ୍ତି । ଥଣ୍ଡା,ସର୍ଦ୍ଦି,କଫଜନିତ ପୀଡାଭୋଗ କରିବାର ସମ୍ଭାବନାଅଛି ।

ଶୁଭ ରଙ୍ଗ ଲାଇଟ୍ ପିଙ୍କ୍, ଶୁଭ ଅଙ୍କ ୧ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ତୁଳା– ପରକଥାକୁ ପ୍ରାଧାନ୍ୟ ଦେଲେ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଆସିବ । ସ୍ୱାସ୍ଥ୍ୟହାନିକାରଣରୁ ବାରମ୍ବାର ଧାଁ ଦଉଡ କରିବାକୁ ପଡିପାରେ । ନିଜର ଅଧିକାର ପ୍ରତିସଚେତନହେବାକୁ ପଡିବ । ଆମୋଦ-ପ୍ରମୋଦରେ ନିଜକୁ ହଜାଇ ଦେଇପାରନ୍ତି । ବ୍ୟବସାୟ ଲାଭଜନକହେବ । ସମାଜ ସେବୀ ହୋଇପାରନ୍ତି ।

ଶୁଭ ରଙ୍ଗ କଳା, ଶୁଭ ଅଙ୍କ ୪ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା – କର୍ମକ୍ଷେତ୍ରରେ ସହକର୍ମୀ ଙ୍କ ସାହାର୍ଯ୍ୟ, ସହ ଯୋଗ ଓ ସଦିଚ୍ଛା ଲାଭ କରି ଖୁସି ରହିବେ ।ଗୃହକାର୍ଯ୍ୟରେ ଆନନ୍ଦ ଅନୁଭବ କରିବେ । ମନରେ ଅହଂଭାବଜାତ ହୋଇପାରେ । ଚକ୍ଷୁପୀଡା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ

ରଙ୍ଗ ଧଳା, ଶୁଭ ଅଙ୍କ ୯ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ଧନୁ – ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ମାଙ୍ଗଳିକ କାର୍ଯ୍ୟ ପାଇଁ ସମୟ ଦେଇ ପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି ।

ଶୁଭ ରଙ୍ଗ ହଳଦୀଆ,କଳା, ଶୁଭ ଅଙ୍କ ୩ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର– ନିଜର କୌଣସି କାମ ହାସଲ ପାଇଁ ପର ଉପରେ ନିର୍ଭର କରି ଚିନ୍ତାଗ୍ରସ୍ତ ହେବେ ।ଚାକିରିକ୍ଷେତ୍ରରେ ଖୁସି ମନାଇ ପାରନ୍ତି। ବାଦ-ବିବାଦର ଅବସାନ ଘଟିବ। ଉଦାର ପ୍ରକୃତିରହେବେ । ଦାନ-ଧର୍ମକୁ ଶ୍ରେୟମଣି ପାରନ୍ତି। ବ୍ୟକ୍ତିତ୍ୱ ପ୍ରକାଶିତହେବ।

ଶୁଭ ରଙ୍ଗ ଗାଢା ଲାଇଟ ବାଇଗଣି,ଧଳା, ଶୁଭ ଅଙ୍କ ୬

ଗୃହିଣୀ- ସୁଖୀ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ – ପାରିବାରିକ ଜଞ୍ଜାଳ ବୃଦ୍ଧି ସାମୟିକ ବ୍ୟସ୍ତତାର କାରଣ ହୋଇପାରେ । ପାରିବାରିକଶାନ୍ତି ଅବ୍ୟାହତ ରହିବ । କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକପ୍ରବୃତ୍ତିର ହେବେ । ମଧୁରଭାଷା ବ୍ୟବହାର କରି ଅନ୍ୟ ଠାରୁ କାର୍ଯ୍ୟହାସଲ କରିବେ । ଭ୍ରାତୃସ୍ନେହୀ ହେବେ ।

ଶୁଭରଙ୍ଗଧଳା,  ଶୁଭ ଅଙ୍କ ୨

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମୀନ – ପରିବାରରେ ଭୁଲ୍ ବୁଝାମଣା ହେତୁ ଛୋଟ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟିହେବ । ଦେବ ଦର୍ଶନ କରିଶାନ୍ତ ଲାଭ କରିପାରନ୍ତି । ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ ।

ଶୁଭରଙ୍ଗ ଆକାଶୀ, ଶୁଭ ଅଙ୍କ ୯ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ବିଜୟୀ ହେବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

   Related Posts