AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁମ୍ୱାଇ: ଗୁଲମର୍ଗ ସ୍କିଂ ରିସର୍ଟରେ ହିମସ୍ଖଳନ, ଫସିଲେ ଅନେକ ବିଦେଶୀ ଟୁରିଷ୍ଟ
  • ||
  • ନବ ଦାସ ହତ୍ୟା ମାମଲା, ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଜେ.ପି ଦାସ କରିବେ ତଦନ୍ତର ତଦାରଖ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଟ୍ୱିନସିଟିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ବଜେଟ୍: ସୁନା-ରୁପା, ସିଗାରେଟ୍ ମହଙ୍ଗା, ଶସ୍ତା ହେଲା ଟିଭି ଉପକରଣ ଓ ସାଇକେଲ୍, ଖେଳନା
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ଢେଙ୍କାନାଳ: ରାସ୍ତାରେ ଓଲଟିପଡ଼ିଲା ଯାତ୍ରୀବାହୀ ଅଟୋ, ୯ ଆହତ
  • ||

ରାଜ୍ୟବାସୀଙ୍କୁ ନବବର୍ଷ ଭେଟି, ହିତାଧିକାରୀଙ୍କୁ ଦିଆଯିବ ଆଉ ବର୍ଷେ ମାଗଣା ଚାଉଳ

3/01/2023 at 4:26 PM

ଭୁବନେଶ୍ୱର ୦୩/୦୧: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ବର୍ଷେ ମାଗଣା ଚାଉଳ । ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଜାନୁଆରୀରୁ ଡିସେମ୍ବର ପର୍ଯ୍ୟନ୍ତ ମୁଣ୍ଡପିଛା ମିଳିବ ୫ କେଜି ମାଗଣା ଚାଉଳ । ରାଜ୍ୟ ରାଜକୋଷରୁ ଏବାବଦରେ ଖର୍ଚ୍ଚ ହେବ ୧୮୫ କୋଟି । ୨୦୧୮ରୁ ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମିଳୁଛି ମାଗଣା ଚାଉଳ । ମହାମାରୀ କରୋନା ସମୟରେ ୨୮ ମାସ ଧରି ରାଜ୍ୟ ସରକାର ମାଗଣାରେ ଚାଉଳ ଯୋଗାଇ ଆସୁଛନ୍ତି ।

ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ରାଜ୍ୟ ସରକାର ନିଜ ତରଫରୁ ଯୋଗାଇ ଆସୁଛନ୍ତି । ଜାତୀୟ ଓ ରାଜ୍ୟ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏଁ ସହାୟତା ମିଳିଛି । ଏବେ ପୁଣିଥରେ ବର୍ଷେ ମାଗଣା ଚାଉଳ ମିଳିବା ପରେ ଏବେ ଲକ୍ଷ ଲକ୍ଷ ହିତାଧିକାରୀ ଉପକୃତ ହେବେ ।

   Related Posts