oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ରତ୍ନଭଣ୍ଡାର ମରାମତି ପ୍ରସଙ୍ଗ : ତର୍ଜମା ପରେ ନିଷ୍ପତ୍ତି ନିଆଯିବ- ଆଇନମନ୍ତ୍ରୀ

23/09/2022 at 3:09 PM

ଭୁବନେଶ୍ୱର ୨୩।୦୯: ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ ଜଗନ୍ନାଥ ସାରକା । ଯେତେବେଳେ ଆବଶ୍ୟକ ପଡେ ସେବେ ମରାମତି କଥା ଆସେ । ଏଏସ୍‌ଆଇ ଯେଉଁ ଚିଠି ଲେଖିଛନ୍ତି ତାକୁ ତର୍ଜମା କରିବା ପରେ ନିଷ୍ପତ୍ତି ନିଆଯିବ । ଆଲୋଚନା ପର୍ଯ୍ୟାଲୋଚନା ପରେ ହିଁ ନିଷ୍ପତ୍ତି ନିଆଯାଇ ପାରିବ ।

ସେହିପରି ରତ୍ନଭଣ୍ଡାର ସୁରକ୍ଷିତ ଅଛି ତ ବୋଲି ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତରରେ କହିଛନ୍ତି ଯେ, ଆପଣ ଦେଖିଛନ୍ତି ନା ମୁଁ ଦେଖିଛି । ରତ୍ନ ଭଣ୍ଡାର କଣ କିଏ ଦେଖିଛି । ସମସ୍ତ ଟିମ ସହିତ ଆଲୋଚନା ହେବା ପରେ ହିଁ ରତ୍ନଭଣ୍ଡାର ସମ୍ପର୍କରେ କୌଣସି ନିଷ୍ପତ୍ତି ନିଆଯିବ ।

   Related Posts