vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଂଲଣ୍ଡରେ ଜନ୍ମଦିନ ପାଳିଲେ ଧୋନୀ, କାଟିଲେ କେକ୍ : ପତ୍ନୀ ସାକ୍ଷୀ ସେୟାର କଲେ ଭିଡିଓ
  • ||
  • କେବଳ ସ୍ପାଇସଜେଟ୍ ନୁହେଁ, ଅନ୍ୟ କମ୍ପାନୀର ବିମାନରେ ମଧ୍ୟ ବଢୁଛି ତ୍ରୁଟି : ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଚିନ୍ତା
  • ||
  • ୪୧ ବର୍ଷରେ ପାଦ ଦେଲେ କ୍ୟାପ୍ଟେନ୍ କୁଲ୍ : ଟିମ୍ ଇଣ୍ଡିଆକୁ ଜିତାଇଥିଲେ ଦିନିକିଆ ଓ ଟି୨୦ ବିଶ୍ୱକପ୍
  • ||
  • ଜନ୍ମଦିନରେ ଓ୍ୱିମ୍ବଲଡନ୍ ଦେଖିବାକୁ ପହଁଚିଲେ ମାହି, ସାମ୍ନାକୁ ଆସିଲା ଫଟୋ
  • ||

ରାଜ୍ୟରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୩୩୪୩ କରୋନା ସଂକ୍ରମିତ

26/08/2020 at 6:06 PM

ଭୁବନେଶ୍ୱର ୨୫।୮: ରାଜ୍ୟରେ ବୁଧବାର ରେକର୍ଡ ସଂଖ୍ୟକ ୩୩୪୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୨୮୧୩ରେ ପହଁଚିଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୩୨ଜଣ, ସୁନ୍ଦରଗଡରୁ ୨୬୧, ଭଦ୍ରକରୁ ୨୪୫, ଗଞ୍ଜାମରୁ ୨୩୮, ରାୟଗଡାରୁ ୨୧୭, କଟକରୁ ୧୮୧, ବାଲେଶ୍ୱରରୁ ୧୫୫, ସମ୍ବଲପୁରରୁ ୧୨୭, ପୁରୀରୁ ୧୨୧, କୋରାପୁଟରୁ ୧୧୯, ମୟୂରଭଞ୍ଜରୁ ୧୧୨, ସୋନପୁରରୁ ୧୦୩, ବୌଦ୍ଧରୁ ୮୪, ବରଗଡରୁ ୭୮, କନ୍ଧମାଳରୁ ୬୮, ବଲାଙ୍ଗୀରରୁ ୬୫, ନୟାଗଡରୁ ୬୦, କଳାହାଣ୍ଡିରୁ ୫୬, ମାଲକାନଗିରିରୁ ୫୪, ଢେଙ୍କାନାଳରୁ ୪୯, ନବରଙ୍ଗପୁରରୁ ୩୬, କେନ୍ଦୁଝରରୁ ୩୪, ଯାଜପୁରରୁ ୩୨, ଗଜପତିରୁ୨୭, ଅନୁଗୋଳରୁ ୨୨, ଝାରସୁଗୁଡାରୁ ୨୦, କେନ୍ଦ୍ରାପଡାରୁ ୧୯, ଜଗତସିଂହପୁରରୁ ୧୬, ନୂଆପଡାରୁ ୧୧, ଦେବଗଡରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts