ରାଜ୍ୟରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୩୩୪୩ କରୋନା ସଂକ୍ରମିତ

Published By : Prameya-News7 Bureau | August 26, 2020 IST

ଭୁବନେଶ୍ୱର ୨୫।୮: ରାଜ୍ୟରେ ବୁଧବାର ରେକର୍ଡ ସଂଖ୍ୟକ ୩୩୪୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୨୮୧୩ରେ ପହଁଚିଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୩୨ଜଣ, ସୁନ୍ଦରଗଡରୁ ୨୬୧, ଭଦ୍ରକରୁ ୨୪୫, ଗଞ୍ଜାମରୁ ୨୩୮, ରାୟଗଡାରୁ ୨୧୭, କଟକରୁ ୧୮୧, ବାଲେଶ୍ୱରରୁ ୧୫୫, ସମ୍ବଲପୁରରୁ ୧୨୭, ପୁରୀରୁ ୧୨୧, କୋରାପୁଟରୁ ୧୧୯, ମୟୂରଭଞ୍ଜରୁ ୧୧୨, ସୋନପୁରରୁ ୧୦୩, ବୌଦ୍ଧରୁ ୮୪, ବରଗଡରୁ ୭୮, କନ୍ଧମାଳରୁ ୬୮, ବଲାଙ୍ଗୀରରୁ ୬୫, ନୟାଗଡରୁ ୬୦, କଳାହାଣ୍ଡିରୁ ୫୬, ମାଲକାନଗିରିରୁ ୫୪, ଢେଙ୍କାନାଳରୁ ୪୯, ନବରଙ୍ଗପୁରରୁ ୩୬, କେନ୍ଦୁଝରରୁ ୩୪, ଯାଜପୁରରୁ ୩୨, ଗଜପତିରୁ୨୭, ଅନୁଗୋଳରୁ ୨୨, ଝାରସୁଗୁଡାରୁ ୨୦, କେନ୍ଦ୍ରାପଡାରୁ ୧୯, ଜଗତସିଂହପୁରରୁ ୧୬, ନୂଆପଡାରୁ ୧୧, ଦେବଗଡରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html wp:html /wp:html wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.