Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ବିଜେଡିରୁ ଇସ୍ତଫା ଦେଲେ ତେଜେଶ୍ୱର ପରିଡା, ସଭାପତିଙ୍କୁ ମେଲ୍ ଯୋଗେ ପଠାଇଲେ ପତ୍ର

30/09/2022 at 12:25 PM

ଭୁବନେଶ୍ୱର ୩୦/୦୯: ବିଜେଡି ଛାଡ଼ିଲେ ତେଜେଶ୍ୱର ପରିଡ଼ା । ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡର ପୂର୍ବତନ ସଭାପତି ପଦରୁ ମଧ୍ୟ ତେଜେଶ୍ବର ପରିଡ଼ା ଇସ୍ତଫା ଦେଇଛି ।

ବିଜେଡି ସୁପ୍ରିମୋ ତଥା ସଭାପତିଙ୍କୁ ଇ-ମେଲ୍ ଯୋଗେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି । ତେବେ ପ୍ରତିକ୍ରିୟାରେ ତେଜେଶ୍ବର ପରିଡା କହିଛନ୍ତି ମୁଁ ଆଜି ବିଜୁ ଜନତା ଦଳରୁ ଇସ୍ତଫା ଦେଲି । ଦୀର୍ଘଦିନ ଧରି ଦଳରେ ସେ ଅସନ୍ତୋଷ ଥିବା ନେଇ ଚର୍ଚ୍ଚା ହେଉଥିଲା । କୁହାଯାଉଛି ବହୁ ଦିନର ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡିଛି । ଆଜି ସେ ଦଳରୁ ଇସ୍ତଫା ଦେଇଛନ୍ତି ।

ଗତ କିଛିଦିନ ଧରି ସେ ବିଜେପିରେ ମିଶିବେ ବୋଲି ଚର୍ଚ୍ଚା ହେଉଥିଲା । ଏବେ ସେ କେଉଁ ଦଳରେ ମିଶିବେ କି ନାହିଁ ସେ ନେଇ କିଛି ଜଣାପଡିନି । ତେବେ ସେ ବିଦ୍ଧିବଧ ଭାବେ ବିଜେଡିରୁ ଇସ୍ତଫା ଦେଇ ସାରିଛନ୍ତି ।

   Related Posts