oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ସ୍ୱତନ୍ତ୍ର ଉପକାରଗାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌, ରିମାଣ୍ଡରେ ଗଲେ ଶର୍ମିଷ୍ଠାଙ୍କ ସମେତ ୪ଜଣ

29/03/2022 at 10:19 AM

ଭଦ୍ରକ ୨୯।୦୩ : ଭଦ୍ରକ ସ୍ୱତନ୍ତ୍ର ଉପକାରଗାରରେ ପହଞ୍ଚିଲା କ୍ରାଇମ୍‌ବ୍ରାଞ୍ଚ ଟିମ୍‌ । ଶର୍ମିଷ୍ଠାଙ୍କ ସମେତ ୪ଜଣଙ୍କ ଆଜିଠୁ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ । ମାନସ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା, ଝୁନା , ନିରଞ୍ଜୀନ ସେଠୀ, ରଞ୍ଜନ ନାୟକଙ୍କର ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି ୫ଦିନିଆ ରିମାଣ୍ଡ ।

ଖବର ଅନୁଯାୟୀ, ସୋମବାର ଦିନ ଭଦ୍ରକର ନଲାଙ୍ଗରୁ ଶର୍ମିଷ୍ଠା ଓ ତାଙ୍କ ସହଯୋଗୀ ଝୁନାଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ।  ଗିରଫ ପରେ ଚାନ୍ଦବାଲି ଏସ.ଡି.ଜେ.ଏମ. କୋର୍ଟରେ ଶର୍ମିଷ୍ଠା ଏବଂ ଝୁନା ଭୋଇଙ୍କୁ ହାଜର କରାଯାଇଥିଲା। ଶର୍ମିଷ୍ଠା ସହିତ ଏହି ମାମଲାରେ ଗିରଫ ହୋଇଥିବା ମୋଟ ୭ ଜଣଙ୍କୁ ୧୦ ଦିନ ରିମାଣ୍ଡରେ ନେବା ଲାଗି କ୍ରାଇମବ୍ରାଞ୍ଚ ଆବେଦନ କରିଥିଲା। କିନ୍ତୁ କେବଳ ୪ ଜଣଙ୍କୁ ରିମାଣ୍ଡରେ ନେବା ଲାଗି କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ଏମାନେ ହେଲେ ଶର୍ମିଷ୍ଠା ରାଉତ, ନିରଞ୍ଜନ ସେଠୀ, ଝୁନା ଭୋଇ ଓ ରଞ୍ଜନ ନାୟକ। ଏହାକ୍ରମରେ ଭଦ୍ରକ ସ୍ୱତନ୍ତ୍ର ଉପକାରଗାରରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍‌ । ଆସନ୍ତା ୩ ତାରିଖ ଦିନ ଶେଷ ହେଉଛି ରିମାଣ୍ଡ ଅବଧି ।

   Related Posts