ଗାନ୍ଧୀମାର୍ଗରେ ଉଡ଼ିଲା ତ୍ରିରଙ୍ଗା, ପତାକା ଉତ୍ତୋଳନ କଲେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍
26/01/2023 at 8:44 AM

ଭୁବନେଶ୍ବର୨୬/୦୧: ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ । ଭୁବନେଶ୍ବର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଷୀ ଲାଲ ଏହାକୁ ନେତୃତ୍ୱ ନେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଭବ୍ୟ ସାମାରୋହରେ ସମ୍ମାନିତ ଅତିଥି ଭାବେ ଯୋଗାଇ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଗାନ୍ଧିମାର୍ଗରେ ଆରମ୍ଭ ହୋଇଛି ଭବ୍ୟ ପରେଡ୍ । ଏଥିରେ ଭାଗ ନେଇଛନ୍ତି ୫୦ କଣ୍ଟିଜେଣ୍ଟ ।
Related Posts
ହେପାଜତରେ ଅଭିଯୁକ୍ତ ମୃତ ! ରେଞ୍ଜରଙ୍କ ସମେତ ୭ ଥାନାରେ ଅଟକ
6 February 2023
ରାତି ୧୨ପରେ ବୁଲୁଛି ମୋଟର ସାଇକେଲ, ସିସିଟିଭିରେ ଭିଜୁଆଲ କଏଦ
6 February 2023