AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ଗାନ୍ଧୀମାର୍ଗରେ ଉଡ଼ିଲା ତ୍ରିରଙ୍ଗା, ପତାକା ଉତ୍ତୋଳନ କଲେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍

26/01/2023 at 8:44 AM

ଭୁବନେଶ୍ବର୨୬/୦୧: ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ । ଭୁବନେଶ୍ବର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଷୀ ଲାଲ ଏହାକୁ ନେତୃତ୍ୱ ନେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଭବ୍ୟ ସାମାରୋହରେ ସମ୍ମାନିତ ଅତିଥି ଭାବେ ଯୋଗାଇ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଗାନ୍ଧିମାର୍ଗରେ ଆରମ୍ଭ ହୋଇଛି ଭବ୍ୟ ପରେଡ୍ । ଏଥିରେ ଭାଗ ନେଇଛନ୍ତି ୫୦ କଣ୍ଟିଜେଣ୍ଟ । 

   Related Posts