ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଭଷାଣୀ ବେଳେ ଅଘଟଣ; ବାଣ ଫୁଟି ୩୦ ଆହତ, ୭ ଗୁରୁତର

23/11/2022 at 10:35 PM

କେନ୍ଦ୍ରାପଡ଼ା ୨୩/୧୧ : ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ କାର୍ତ୍ତିକେଶ୍ଵର ଭସାଣୀ ବେଳେ ବାଣ ଫୁଟି ୩୦ ଆହତ। ସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ  ଭର୍ତ୍ତି କରାଯାଇଛି। ବାଣ ଧରିଥିବା ଜଣେ ଲୋକ ଉପରେ ବାଣ ପଡି ଏପରି ଅଘଟଣ ହୋଇଥିବା ଜଣାପଡ଼ିଛି। ଆହତଙ୍କ ମଧ୍ୟରୁ ୭ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା କୁହାଯାଇଛି। ଏଥିରେ ୫ ଜଣ ଶିଶୁ ଏହି ଅଘଟଣର ଶୀକାର ହୋଇଥିବା ଜଣାଯାଇଛି।  

   Related Posts