AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ:୨୪ ଘଣ୍ଟାରେ ଦୁଇ ଦୁଇ ଥର ଚଢାଉ, ଦେଢ଼ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ
  • ||
  • ଝାରସୁଗୁଡା: ନବଦାସ ହତ୍ୟା ଘଟଣା, ଅଭିଯୁକ୍ତ ଗୋପାଳର ହେବ ନାର୍କୋ ଟେଷ୍ଟ
  • ||
  • ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବୋମାମାଡ ଘଟଣା, ଦୁଇ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ଆନନ୍ଦପୁର: ମହୁମାଛି ଆକ୍ରମଣରେ ୧୫ରୁ ଅଧିକ ଆହତ, ଜୀବନ ବଞ୍ଚାଇବାକୁ ଦୌଡିଲେ ଲୋକେ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସିବେ ଅମିତ୍ ଶାହା, ବୁଥ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ଭୁବନେଶ୍ୱର: କମୁଛି ଶୀତ, ବଢୁଛି ତାତି: ଟ୍ୱିନସିଟିରେ ପାରଦ ଉପରମୁହାଁ
  • ||

ରାଜ୍ୟରେ ବନ୍ୟା ସ୍ଥିତି ନେଇ ଜଳସଂପଦ ମନ୍ତ୍ରୀଙ୍କ ସମୀକ୍ଷା, ବୈଠକରେ ସମସ୍ତ ବିଭାଗୀୟ ଅଧିକାରୀ ସାମିଲ

21/08/2022 at 1:26 PM

ଭୁବନେଶ୍ୱର ୨୧।୦୮: ଜଳସଂପଦ ମନ୍ତ୍ରୀଙ୍କ ବନ୍ୟା ସ୍ଥିତି ସମୀକ୍ଷା । ସୁବର୍ଣ୍ଣରେଖା ଓ ବୈତରଣୀ ନଦୀରେ ବଢୁଥିବା ଜଳପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁଙ୍କ ସମୀକ୍ଷା । ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ, ସର୍ବୋଚ୍ଚ ଯନ୍ତ୍ରୀ ଓ ଉଚ୍ଚ ପଦାଧିକାରୀ ଉପସ୍ଥିତ । ବନ୍ୟା ପରିପ୍ରେକ୍ଷୀରେ  ବିଭାଗ ପକ୍ଷରୁ ପ୍ରସ୍ତୁତିକୁ ଅଧିକ ବ୍ୟାପକ କରିବା ନେଇ ଆଲୋଚନା ।  

ସୂଚନାଯୋଗ୍ୟ ଯେ, ସୁବର୍ଣ୍ଣରେଖା ସିଷ୍ଟମରେ ବଡ଼ ବନ୍ୟା ଆଶଙ୍କା ରହିଛି । ଗାଲୁଡ଼ିହ ବ୍ୟାରେଜର ୧୬ ଗେଟ୍ ଖୋଲି ଦେଇଛି ଝାଡ଼ଖଣ୍ଡ। ପୂର୍ବରୁ ୧୪ ଗେଟ୍ ଖୋଲିଥିଲା । ଏବେ ଆଉ ୨ ଟି ଗେଟ୍ ଖୋଲି ଦେଇଛି ଝାଡଖଣ୍ଡ । ଯାହାଫଳରେ ପାଣି ଘେରରେ ବାଲେଶ୍ଵର ଜିଲ୍ଲାର ଅନେକ ତଳିଆ ଅଞ୍ଚଳ। ଖାସ୍‌ କରି ଜଳକା ଓ ବୁଢ଼ାବଳଙ୍ଗର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । 

   Related Posts