oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ମାଓ ମୁକାବିଲା ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

4/06/2019 at 12:46 PM

କଳାହାଣ୍ଡି ୪|୬: ମାଓ ମୁକାବିଲା ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଚାଲିଛି । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ ବୈଠକ ଚାଲିଛି ।ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଅପରେସନ) ଆର.ପି. କୋଚେଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ ।

ବୈଠକରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ହିମାଂଶୁ ଲାଲ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡା, ରାୟଗଡା ଜିଲ୍ଲାର ପୋଲିସ ଅଧିକାରୀ ସହ ସିଆରପିଏଫ କମାଣ୍ଡାଣ୍ଟ ଉପସ୍ଥିତ ଅଛନ୍ତି ।

   Related Posts