ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳ, ଚାଲିଥିବା କାମରେ କଲେ ତଦାରଖ

25/08/2022 at 2:59 PM

ପୁରୀ ୨୫।୦୮: ଶ୍ରୀମନ୍ଦିର ଐତିହ୍ୟ କରିଡ଼ର ପ୍ରକଳ୍ପ ଅଗ୍ରଗତି କାର୍ଯ୍ୟର ସମୀକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଓ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା। ଉଭୟ ଟାଟା ଏବଂ ଓବିସିସି ଅଧିକାରୀଙ୍କ ସହ ମିଶି ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଚାଲିଥିବା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ଖବର ଅନୁଯାୟୀ, ଗତ ୧୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧେଶ କ୍ରମେ ୫ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ଯଥାଶୀଘ୍ର କାର୍ଯ୍ୟ ସାରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କାର୍ଯ୍ୟଗୁଡିକ ଉନ୍ନତମାନର କରାଯାଉଛି କି ନାହିଁ ତାହା ଉପରେ ମଧ୍ୟ ତଦାରଖ କରିଥିଲେ। ତେବେ ଗୁରୁବାର ଏହି କ୍ରମରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରିଛନ୍ତି।

   Related Posts