vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ବିପଦ ସଂକୁଳ ଡେଇଁଲା ଜଳକା ନଦୀ

21/09/2018 at 10:03 AM

ଜଳେଶ୍ବର ୨୧/୯ : ପ୍ରବଳ ବର୍ଷା ଯୋଗୁଁ ଜଳେଶ୍ୱର ଠାରେ ବିପଦ ସଂକୁଳ ଡେଇଁଛି ଜଳକା ନଦୀ | ଜଳେଶ୍ୱର ବସ୍ତା ବ୍ଲକ ମଥାନିଠାରେ ଜଳକା ବିପଦ ସଂକେତ ଉପରେ ପ୍ରବାହିତ ହେଉଛି | ବିପଦ ସଙ୍କେତ ୫.୫୦ ମିଟର ଥିବା ବେଳେ ବର୍ତ୍ତମାନ ନଦୀର ଜଳସ୍ତର ୫.୮୦ ମିଟର ରହିଛି | ସେପଟେ ବର୍ଷା ଯୋଗୁଁ ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର
ବିପଦ ସଙ୍କେତ ଡେଇଁଲା ଜଳକା ନଦୀର ଜଳସ୍ଥର ମଧ୍ୟ ବଢି ଚାଲିଛି | ଫଳରେ ତଳିଆ ଅଂଚଳ ଲୋକେ ଆତଙ୍କିତ ଅବସ୍ଥାର ରହିଛନ୍ତି |

   Related Posts