vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିଭୋ ଉପରେ ଚଢଉ ନେଇ ଚୀନର ରାଗ, କହିଲା- ‘ବିଦେଶୀ କମ୍ପାନୀଙ୍କ ଇଚ୍ଛା କମିଯିବ…’
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨୮ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୮୯୩୦ କରୋନା ପଜିଟିଭ୍
  • ||
  • ଇଂଲଣ୍ଡରେ ଜନ୍ମଦିନ ପାଳିଲେ ଧୋନୀ, କାଟିଲେ କେକ୍ : ପତ୍ନୀ ସାକ୍ଷୀ ସେୟାର କଲେ ଭିଡିଓ
  • ||
  • କେବଳ ସ୍ପାଇସଜେଟ୍ ନୁହେଁ, ଅନ୍ୟ କମ୍ପାନୀର ବିମାନରେ ମଧ୍ୟ ବଢୁଛି ତ୍ରୁଟି : ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଚିନ୍ତା
  • ||
  • ୪୧ ବର୍ଷରେ ପାଦ ଦେଲେ କ୍ୟାପ୍ଟେନ୍ କୁଲ୍ : ଟିମ୍ ଇଣ୍ଡିଆକୁ ଜିତାଇଥିଲେ ଦିନିକିଆ ଓ ଟି୨୦ ବିଶ୍ୱକପ୍
  • ||
  • ଜନ୍ମଦିନରେ ଓ୍ୱିମ୍ବଲଡନ୍ ଦେଖିବାକୁ ପହଁଚିଲେ ମାହି, ସାମ୍ନାକୁ ଆସିଲା ଫଟୋ
  • ||

ଜଟଣୀ ଖୁଦୁପୁର ଛକରେ ୨ ଟ୍ରକ୍ ମୁହାଁମୁହିଁ ଧକ୍କା;୪ଜଣ ଆହତ

6/06/2018 at 5:43 AM

ବଡି ଭୋରରୁ ଜଟଣୀ ଖୁଦୁପୁର ଛକରେ ଦୁର୍ଘଟଣା । ୨ ଟ୍ରକ୍ ମୁହାଁମୁହିଁ ଧକ୍କା । ଏଥିରେ ୪ଜଣ ଆହତ ହୋଇଛନ୍ତି । ଖାଲି ଟ୍ରକଟି ଡିଭାଇଡର ଡେଇଁ ମାଛ ବୋଝେଇ ଟ୍ରକ୍ ସହ ଧକ୍କା ହୋଇଥିଲା । ଫଳରେ ୨ ଟ୍ରକ ଡ୍ରାଇଭର ଗୁରୁତର ହେ।ଇଛନ୍ତି । ସେମାନଙ୍କୁ ସ୍ଥାନୀୟ ଲେ।କେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି ।

Leave a Reply

   Related Posts