Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ରାହୁଲ ଗାନ୍ଧୀଙ୍କୁ ଅଯୋଗ୍ୟ ଘୋଷଣା କରିବା ପ୍ରତିବାଦରେ ବିକ୍ଷୋଭ କରୁଥିଲେ କଂଗ୍ରେସ ନେତା; ଉଠାଇନେଲା ଦିଲ୍ଲୀ ପୁଲିସ
  • ||
  • ଭାରତରେ ସମସ୍ତ ଇଞ୍ଜିନିୟରିଂ ଟିମ୍‌କୁ ଛଟେଇ କଲା GitHub; ୧୪୦ ଇଞ୍ଜିନିୟର ହେବେ ପ୍ରଭାବିତ
  • ||
  • ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ସୂଚନା; ୟୁକ୍ରେନ୍ ଫେରନ୍ତା ଡାକ୍ତରୀ ଛାତ୍ରଙ୍କୁ MBBS ପରୀକ୍ଷା ପାସ୍ କରିବାକୁ ମିଳିବ ଥରେ ସୁଯୋଗ, ଦୁଇ ବର୍ଷ ଇଣ୍ଟର୍ଣ୍ଣସିପ୍ ବାଧ୍ୟତାମୁଳକ
  • ||
  • ଭଦ୍ରକ: ଶ୍ରୀରାମନବମି ପାଇଁ ମହିଳା ଶ୍ରଦ୍ଧାଳୁଙ୍କ ବିଶାଳ କଳଶ ଶୋଭାଯାତ୍ରା
  • ||
  • ପାଟଣା: ଅଟେଇ ସଂରକ୍ଷିତ ଜଙ୍ଗଲରୁ ଧରାପଡ଼ିଲେ ଧନୁତୀରଧାରୀ ୯ ଶୀକାରି
  • ||
  • ମେକ୍ସିକୋରେ ପ୍ରବାସୀ ଥଇଥାନ କେନ୍ଦ୍ରରେ ଭୟଙ୍କର ଅଗ୍ନିକାଣ୍ଡ; ୩୯ ମୃତ, ଏକାଧିକ ଆହତ
  • ||
  • ସୁନ୍ଦରଗଡ : ଆୟକର ଫାଙ୍କିବା ଅଭିଯୋଗ, ସୁନ୍ଦରଗଡ ସହରର ବିଭିନ୍ନ ସ୍ଥାନରେ ଚଢାଉ
  • ||
  • ବାଲେଶ୍ବର : ଅନ୍ବେଷା ଇନ୍ ଚିଟ୍ ଫଣ୍ଡ ମାମଲା : ଡାଇରେକ୍ଟରଙ୍କୁ ୫ବର୍ଷ ଓ ଅନ୍ୟ ୨ଜଣଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ
  • ||
  • ବଢ଼ିଲା ପାନ୍‌-ଆଧାର ଲିଙ୍କ ଅବଧି, ଏତିକି ସମୟ ଦେଲେ କେନ୍ଦ୍ର ସରକାର
  • ||
  • ଆନନ୍ଦପୁର: ଟଙ୍କା ନେଣଦେଣକୁ ନେଇ ମହିଳାଙ୍କୁ ସଂଘବଦ୍ଧ ଆକ୍ରମଣ
  • ||

ଭାରସାମ୍ୟ ହରାଇ ଗଛରେ ପିଟିହେଲା ପିକଅପ ଭ୍ୟାନ; ୨ ଗୁରୁତର, ୩ ଆହତ

11/11/2018 at 10:45 AM

ରାୟଗଡ଼ା ୧୧/୧୧: ରାତି ୧ଟା ବେଳେ  ରାୟଗଡା ଜିଲ୍ଲା ମୁନିଗୁଡା ଥାନା ଅନ୍ତଗତ ଧୁବାଗୁଡି ନିକଟରେ ଏକ ମାକ୍ସିମା ଗାଡି ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେବା ଫଳରେ ଗାଡିରେ ବସିଥିବା ୧୫ ଜଣଙ୍କ ମଧ୍ୟରୁ  ୧୨ ଜଣ ଗୁରୁତର ଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି । କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡି ଠାରୁ ଏକ କାଯ୍ୟକ୍ରମରେ ଯୋଗଦେଇ ଏମାନେ ଫେରିବା ବେଳେ ଏପରି ଦୁର୍ଘଟଣା ଘଟିଛି  ।  ଖବର ପାଇ ଦମକଳ ବାହିନି ଘଟଣା ସ୍ଥଳରେ ପହଞ୍ଚି ବହୁ କଷ୍ଟରେ ଆହତ ମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭତ୍ତି୍ କରିଛି ।  ସେମାନଙ୍କ ମଧ୍ୟରୁ ଗୁରୁତର ମାନଙ୍କୁ ରାୟଗଡା ଜିଲ୍ଲା  ମୂଖ୍ୟ ଚିକିତ୍ସାଳୟକୁ ପଠାଯାଇଛି ।  ଆହତମାନେ ଚିକିତ୍ସିତ ହେଉଛନ୍ତି ।

   Related Posts