oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ସାର ପାଇଁ ରାସ୍ତାରୋକ, ନବରଙ୍ଗପୁର-ଉମରକୋଟ ମୁଖ୍ୟରାସ୍ତା ଅବରୋଧ କଲେ ଶତାଧିକ ଚାଷୀ

10/08/2021 at 2:31 PM

ନବରଙ୍ଗପୁର ୧୦।୮: ସାର ପାଇଁ ରାସ୍ତାରୋକ । ସାର ଅଭାବକୁ ନେଇ ତେଜିଲେ ଚାଷୀ । ନବରଙ୍ଗପୁର ଜିଲ୍ଲା ଡାବୁଗାଁଠାରେ ଅବରୋଧ କଲେ ରାସ୍ତା ।  ନବରଙ୍ଗପୁର-ଉମରକୋଟ ମୁଖ୍ୟରାସ୍ତା ଅବରୋଧ କରିଛନ୍ତି ଶତାଧିକ ଚାଷୀ । ରାଜ୍ୟ କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଆନ୍ଦୋଳନକୁ ସମର୍ଥନ ଜଣାଇଛନ୍ତି । ଚାଷୀଙ୍କ ସହ ରାସ୍ତାରୋକରେ ସାମିଲ ହୋଇଛନ୍ତି ।

   Related Posts