oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

୫୫ ନମ୍ବର ଜାତୀୟ ରାଜପଥରେ ବସ୍‌ ଚଳାଚଳ ବନ୍ଦ, ଅଟକି ରହିଛି ଅନେକ ଗାଡ଼ି

23/12/2021 at 8:34 AM

ତାଳଚେର ୨୩।୧୨: ୫୫ ନମ୍ବର ଜାତୀୟ ରାଜପଥରେ ବସ୍‌ ଚଳାଚଳ ବନ୍ଦ । ଅନୁଗୁଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥରେ ବସ୍‌ ଚଳାଚଳ ବନ୍ଦ ରହିଛି । ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ସବୁ ରୁଟ୍‌ରେ ବସ୍‌ ଚଳାଚଳ ବନ୍ଦ ରହିଛି ।

ଖବର ଅନୁଯାୟୀ, ଅନୁଗୁଳ କଟକ ଯାଇଥିବା ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି । ବାରମ୍ବାର ଏନେଇ ଅଭିଯୋଗ ଓ ଆଲୋଚନା ପରେ କୌଣସି ସୁଫଳ ମିଳିନାହିଁ । ପୂର୍ବରୁ ରାସ୍ତାର ଅବସ୍ଥା ଶୌଚନୀୟ ହୋଇ ରହୁଛି । ଯାହାକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଅନୁଗୁଳ ଓ ତାଳଚେର ବସ୍‌ ମାଲିକ ସଂଘ । ରାସ୍ତା ମରାମତି ଦାବି ନେଇ ଆଜି ସଂଘ ପକ୍ଷରୁ ରାସ୍ତାରୋକ ହୋଇଛି । ସକାଳ ୬ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଏହି ରାସ୍ତାରେ ବସ୍‌ ଚଳାଚଳ ବନ୍ଦ ରହିବ ।

ତେବେ ଏହି ଆନ୍ଦୋଳନ ଲାଗି ଅନେକ ଲୋକ ଅସୁବିଧାର ସମ୍ମୁଖୀନ ହେଉଥିବାର ଦେଖିବାକୁ ମିଳିଛି । ନିଜ ଗନ୍ତବ୍ୟସ୍ଥଳକୁ ଯାଉଥିବା ଲୋକେ ଅଧାବାଟରେ ଅଟକି ରହିଛନ୍ତି ।

   Related Posts