Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଭାରସାମ୍ୟ ହରାଇ ଓଲଟିଲା ପିକ୍‌ଅପ୍‌ ଭ୍ୟାନ୍‌, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

12/03/2023 at 9:00 AM

ପାଟଣା ୧୨।୦୩ : ଭାରସାମ୍ୟ ହରାଇ ଓଲଟିଲା ପିକ୍‌ଅପ୍‌ ଭ୍ୟାନ୍‌ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର । କେନ୍ଦୁଝର ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ବଜାରରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ଏକ ଗଦି ଓ ସୋଫାସେଟ୍‌ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ କୋଲକାତାରୁ ଦେବଗଡ଼ ଯାଉଥିଲା । ତୁରୁମୁଙ୍ଗା ବଜାରରେ ଗାଡିଟି ଭାରସାମ୍ୟ ହରାଇ ଓଲଟିପଡିଛି । ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର ।

ସେପଟେ ଦୁର୍ଘଟଣା ତୁରୁମୁଙ୍ଗା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।  ଏନଏଚଆଇ ପାଟ୍ରୋଲିଙ୍ଗ କର୍ମଚାରୀଙ୍କ ଦ୍ୱାରା କ୍ରେନ୍‌ ସହାୟତାରେ ଦୁର୍ଘଟଣା ଗ୍ରସ୍ତ ପିକଅପ ଭ୍ୟାନକୁ ରାଜପଥ ଉପରେ ହଟାଯାଇଛି l 

   Related Posts