AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

କାଠଯୋଡ଼ି ବ୍ରିଜରୁ ତଳକୁ ଖସିଲା ମାଛ ବୋଝେଇ ଟ୍ରକ୍, ଚାଲିଛି ଉଦ୍ଧାର କାର୍ଯ୍ୟ

15/09/2022 at 11:18 AM

କଟକ ୧୫।୦୯ : କାଠଯୋଡ଼ି ବ୍ରିଜରୁ ତଳକୁ ଖସିଲା ମାଛ ବୋଝେଇ ଟ୍ରକ୍ । ଭାରସାମ୍ୟ ହରାଇ ପ୍ରାୟ ୧୫ ଫୁଟ୍ ତଳକୁ ଖସିଥିବା ସୂଚନା । ତେବେ ଏଥିରେ କେହି ଆହତ ହୋଇ ନଥିବା ଜଣାପଡିଛି । ଟ୍ରକରୁ ମାଛ ଖାଲି କରିବା ପରେ ଉପରକୁ ଉଠାଯିବ ଟ୍ରକ ।

ଖବର ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ଟ୍ରକଟି ମାଛ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । ଏପିରିକି ଟ୍ରକଟି କାଠଯୋଡ଼ି ବ୍ରିଜ୍‌ ତଳକୁ ଖସିପଡିଥିଲା । ଯାହାଫଳରେ ଗାଡିରେ ଥିବା ମାଛ ଗୁଡିକ ବାହାରକୁ ଛିଟିକି ପଡିଥିବାର ଦେଖିବାକୁ ମିଳିଛି । ତେବେ ଦୁର୍ଘଟଣା ସଂପର୍କରେ ଖବର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକକୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରଖିଛି । ତେବେ ଏତେ ବଡ଼ ଅଘଟଣରେ କାହାର କୌଣସି କ୍ଷତି ହୋଇଥିବା ଜଣାପଡିଛି ।  

   Related Posts