oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ବାଇକ୍‌ ଦୁର୍ଘଟଣାରେ ବୃଦ୍ଧ ଗୁରୁତର, ଭୁବନେଶ୍ୱର ସ୍ଥାନାନ୍ତରିତ

21/04/2022 at 10:21 AM

କୋଣାର୍କ ୨୧।୦୪ : ପୁରୀ ଜିଲ୍ଲା ଗୋପ ଥାନା ମାଲିକସାହି ନିକଟରେ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତିଙ୍କ ନାମ ଧ୍ରୁବ ପଲେଇ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଗୁରୁବାର ଦିନ ସକାଳ ସମୟରେ ଗୋପ ଥାନା ମାଲିକସାହି ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟିଛି । ଏଥିରେ ମାଲିକସାହିର ବୃଦ୍ଧ ଧ୍ରୁବ ପଲେଇ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଗୋପ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

   Related Posts