ଅଜଣା ଗାଡି ଧକ୍କାରେ ତିନୋଟି ଭାଲୁ ମୃତ
5/02/2023 at 12:30 PM

ନୀଳଗିରି ୦୫।୦୨ : ଅଜଣା ଗାଡି ଧକ୍କାରେ ତିନୋଟି ଭାଲୁ ମୃତ । ବାଲେଶ୍ୱର ଜିଲ୍ଲା ନୀଳଗିରି ବନବିଭାଗ ଅଧୀନ ଆଯୋଧ୍ୟା ମିତ୍ରପୁର ରାସ୍ତାରେ ଘଟିଛି ଏହି ଘଟଣା ।
ଖବର ଅନୁଯାୟୀ, ରବିବାର ଭୋର ସମୟରେ ତିନୋଟି ଭାଲୁ ରାସ୍ତା ପାର୍ ହେଉଥିଲେ । ଏହି ସମୟରେ ଏକ ଅଜଣା ଗାଡି ଆସି ଧକ୍କା ଦେଇଥିଲା । ଯାହାଫଳରେ ତିନୋଟି ଭାଲୁଙ୍କର ହିଁ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି । ମୃତ ଭାଲୁଙ୍କ ମଧ୍ୟରେ ଦୁଇଟି ଛୁଆ ସହ ମା ରହିଥିବା ଜଣାପଡିଛି । ନୀଳଗିରି ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ମ
Related Posts
କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
26 March 2023