ସିରିଜ୍ ଦୁର୍ଘଟଣା, ତିନୋଟି ବାଇକକୁ ପଛପଟୁ ପିଟିଲା ଟାଟା ଏସି
5/02/2023 at 11:03 AM

ସାଲେପୁର ୦୫।୦୨ : କଟକ ଚାନ୍ଦବାଲି ରାସ୍ତାର କାଜିବଜାରରେ ସିରିଜ ଦୁର୍ଘଟଣା। ତିନୋଟି ବାଇକକୁ ପଛପଟୁ ପିଟିଲା ଟାଟା ଏସି। ଦୁଇ ବାଇକ ଚାଳକ ଗୁରୁତର ଜଣେ ଆହତ। ବାଇକ ଚାଳକକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି।
ସେପଟେ ୧୦୮ ଯୋଗେ ଗୁରୁତର ମାନଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ଘଟଣାସ୍ଥଳରେ ପାଗା ଫାଣ୍ଡି ପୋଲିସ ପହଞ୍ଚି ଟାଟା ଏସିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି। ଏହା ପରେ ତଦନ୍ତ ଆରମ୍ଭ କରିଛି ପୋଲିସ।
Related Posts
କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
26 March 2023