oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ରାସ୍ତାକଡ଼ରେ ଛିଡ଼ା ହୋଇଥିଲା ଟ୍ରକ, ପଛପଟୁ ଧକ୍କା ଦେଲା ମିନି ଟ୍ରକ

29/03/2022 at 9:54 AM

ପାଟଣା ୨୯।୦୩ : ରାସ୍ତାକଡ଼ରେ ଛିଡ଼ା ହୋଇଥିଲା ଟ୍ରକ । ପଛପଟୁ ଆସି ଧକ୍କା ଦେଲା ମିନି ଟ୍ରକ । ଏଥିରେ ଜଣେ ଡ୍ରାଇଭର ଗୁରୁତର ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା ।   

ଖବର ଅନୁଯାୟୀ,  ସୋମବାର ରାତିରେ ଖୀରେଇଟାଙ୍ଗିରୀ ପେଟ୍ରୋଲ ପମ୍ପ ନିକଟ ରାସ୍ତା କଡ଼ରେ ଏକ ଟ୍ରକ ଛିଡ଼ା ହୋଇଥିଲା । ଠିକ୍‌ ଏହି ସମୟରେ ପଛ ପଟୁ ଏକ ମିନି ଟ୍ରକ ଧକ୍କା ଦେଇଥିଲା । ଯାହାଫଳରେ ମିନି ଟ୍ରକ ଡ୍ରାଇଭର ଗୁରୁତର ହୋଇଥିଲେ । ଦୁର୍ଘଟଣା ପରେ  ଡ୍ରାଇଭର ମିନି ଟ୍ରକ ଭିତରେ ଚାପି ହୋଇଯାଇଥିଲେ । ସ୍ଥାନୀୟଲୋକେ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି । ଏବେ ଯାଏଁ ଡ୍ରାଇଭରଙ୍କ ପରିଚୟ ମିଳିନାହିଁ। ତୁରୁମୁଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ଟି ଗାଡ଼ି ଜବତ କରି ତଦନ୍ତ ଜାରି ରଖିଛି ।

   Related Posts