oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ରାସ୍ତାକଡ଼କୁ ଖସିଲା କାର୍, ୩ ଯାତ୍ରୀ ଗୁରୁତର

6/02/2021 at 11:25 AM

ସାଲେପୁର ୦୬।୦୨: ରାସ୍ତାକଡ଼କୁ ଖସିପଡିଲା କାର୍‌ । ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିପଡିଛି କାର୍‌ । ଯାହାଫଳରେ କି କାର୍ ଥିବା ଯାତ୍ରୀଙ୍କ ମଧ୍ୟରୁ ୩ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି ।

ଖବର ଅନୁଯାୟୀ,  କଟକ-ଚାନ୍ଦବାଲି ରାସ୍ତା ସାଲେପୁର ବରଫ କଳ ନିକଟରେ ଦୁର୍ଘଟଣା ଘଟିଛି । ଏକ କାର୍‌ରେ ୩ଜଣ କେନ୍ଦ୍ରାପଡ଼ା ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛି । କାର୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା କଲବର୍ଟରେ ପିଟି ହୋଇଥିଲା । ଯାହାଫଳରେ କି କାର୍‌ଟି ରାସ୍ତାକଡ଼କୁ ଖସିପଡିଛି । ତେବେ ଏହି ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କ ଉଦ୍ଧାର କରି ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

   Related Posts