oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ଗିରଫ ଭୟରେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ଝୁଲିପଡିଲେ ଯୁବତୀ

14/03/2022 at 12:11 PM

ଜଗତସିଂହପୁର ୧୪।୦୩ : ସଦର ଥାନା ହାବେଳି ନାଥ ସାହି ଗାଁରେ ଅଘଟଣ । ପୋଲିସର ଗିରଫ ଭୟରେ ରଶି ଲଗାଇ ଯୁବତୀଙ୍କ ଆତ୍ମହତ୍ୟା । ପ୍ରତିବାଦରେ ଗ୍ରାମବାସୀଙ୍କ ପକ୍ଷରୁ ସିଙ୍ଗିପୁର ଠାରେ ମୃତଦେହ ରଖି ଜଗତସିଂହପୁର- ନାଉଗାଁ ମୁଖ୍ୟ ରାସ୍ତାକୁ ଅବରୋଧ କରାଯାଇଛି ।

ତେବେ  ଗତ ପଞ୍ଚାୟତ ନିର୍ବାଚନ ସମୟରେ ପୋଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ମୁହାଁମୁହିଁ ଓ ଗ୍ରାମବାସୀ ପୋଲିସ ଗାଡି ଭଙ୍ଗାରୁଜା କରିବା ଘଟଣାରେ ଜଗତସିଂହପୁର ପୋଲିସ କିଛି ଅଭିଯୁକ୍ତଙ୍କୁ ଗିରଫ କରିଥିବା ସହ ଅନ୍ୟ କିଛି ଗ୍ରାମବାସୀଙ୍କୁ ଗିରଫ କରିବାର ଧମକ ଦେଇଥିବାର ଅଭିଯୋଗ ହୋଇଛି । ଏପରିକି ରବିବାର ରାତିରେ ପୋଲିସ ଘରକୁ ଆସି ଗିରଫ କରିବା ଧମକ ଦେଇଥିଲା । ଯାହାପରେ ଯୁବତୀ ଜଣଙ୍କ ଭୟରେ ଆତ୍ମହତ୍ୟା କରିଥିବା ପରିବାର ପକ୍ଷରୁ ଅଭିଯୋଗ ଆସିଛି । ଏବେ ଯାଏଁ ପୋଲିସ ଘଟଣାସ୍ଥଳରେ ପହଞ୍ଚିନାହିଁ ।

   Related Posts