ରାଜଧାନୀରେ ଡକାୟତି ଉଦ୍ୟମ ପଣ୍ଡ, ବିଭିନ୍ନ ସାମଗ୍ରୀ ସହ ୪ ଡକାୟତ ଗିରଫ

Published By : Prameya-News7 Bureau | October 18, 2022 IST

ଭୁବନେଶ୍ୱର, ୧୮/୧୦: ରାଜଧାନୀରେ ଡକାୟତି ଉଦ୍ୟମ ପଣ୍ଡ । ଡାକାୟତି କରୁଥିବା ବେଳେ ଚାରି ଡକାୟତଙ୍କୁ ଲିଙ୍ଗରାଜ ଥାନା ପୋଲିସ ଗିରଫ କରିଛି । ଘଟଣା ସ୍ଥଳରୁ ଜଣେ ଡକାୟତ ଫେରାର ହୋଇଯାଇଥିବା ମଧ୍ୟ ଜଣାପଡ଼ିଛି । ଡକାୟତ ମାନଙ୍କ ନିକଟରୁ ଦୁଇଟି ପଲସର, ଭୁଜାଲି, ରଡ୍, ଲଙ୍କା ଗୁଣ୍ଡ ଓ  ଅନ୍ୟାନ୍ୟ ସମାଗ୍ରୀ ଜବତ କରିଛି ପୋଲିସ୍‌ । ଏନେଇ କମିଶନରେଟ୍‌ ପୋଲିସ୍‌ ଡିସିପି ପ୍ରତୀକ ଗୀତା ସିଂହ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.