previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୫୬୧ କରୋନା ପଜିଟିଭ୍
  • ||
  • ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବୃହତ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ଗାଁରେ ଶୋକାକୂଳ ପରିବେଶ, ରୁଚିକା ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ

3/07/2022 at 1:13 PM

ଆଠଗଡ଼ ୦୩।୦୭ : ଆଠଗଡ଼ କଖଡି ଗାଁରେ ଶୋକାକୂଳ ପରିବେଶ। ଶୋକାକୂଳ ପରିବେଶ ମଧ୍ୟରେ ରୁଚିକା ମହାନ୍ତିଙ୍କର ହୋଇଛି ଶେଷକୃତ୍ୟ ସମ୍ପନ୍ନ। ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତଦେହକୁ ଆଠଗଡ଼ କଖଡି ଗାଁକୁ ନିଆଯାଇ ଗତ ବିଳମ୍ବିତ ରାତିରେ ଅନ୍ତିମ ସଂସ୍କାର କରାଯାଇଛି। ରୁଚିକା ବିଜେବି କଲେଜ ଯୁକ୍ତ ୩ କଳାର ପ୍ରଥମ ବର୍ଷ କଳା ଛାତ୍ରୀ ଥିଲେ। ସେ କାରୁବାକି ହଷ୍ଟେଲର ରୁମ୍ ନମ୍ବର ୨୦୧ ରେ ରହୁଥିଲେ। ୟୁପିଏସ୍ ସି ପାଇଁ ସେ ପ୍ରସ୍ତୁତି ଚଳାଇଥିଲେ। ଗତକାଲି ସେ କ୍ଲାସ୍ କୁ ଯାଇନଥିଲେ।

   Related Posts