oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ପୋଲିସ୍‌ର ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧି ରୁଣ୍ଡୁ ମଳିକ ମୃତ

27/07/2022 at 7:58 PM

ସୋର,୨୭/୦୭: ସୋରରେ ଏନକାଉଣ୍ଟର । ଗୋପାଳପୁର ଫାଣ୍ଡି ପୋଲିସ୍‌ର ଏନକାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ଅପରାଧିର ମୃତ୍ୟୁ ହୋଇଛି । ମୃତ ଅପରାଧି ଆରୁହାବାଡ ଜାଗେଶ୍ବରପଦା ଅଞ୍ଚଳର ରୁଣ୍ଡୁ ମଳିକ ବୋଲି ଜଣାପଡ଼ିଛି । ରୁଣ୍ଡୁ ମଳିକ ନାମରେ ପୂର୍ବରୁ ୩୦ରୁ ଉର୍ଦ୍ଧ୍ବ ଅପରାଧିକ ମାମଲା ଥିବା ସୂଚନା ମିଳିଛି। ପୋଲିସ୍ ରୁଣ୍ଡୁକୁ ଧରିବାକୁ ଯାଇଥିବା ବେଳେ ପୋଲିସ୍ ଉପରକୁ ସେ ଆକ୍ରମଣ କରିଥିଲା । ପୋଲିସ୍ ରୁଣ୍ଡୁ ଉପରେ ପାଲଟା ଆକ୍ରମଣ କରିଥିଲା । ଫଳରେ ରୁଣ୍ଡୁର ଛାତି ଉପରେ ଗୋଟିଏ ଗୁଳି ବାଜିଥିବା ବେଳେ ଡାହାଣ ହାତର ବାହୁରେ ଗୋଟିଏ ଗୁଳି ବାଜିଛି ।

   Related Posts