oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ଚଳନ୍ତା ଟ୍ରକ୍‌ରେ ଲାଗିଲା ନିଆଁ, ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲପର୍ ଫେରାର

4/06/2021 at 10:02 AM

ଖୋର୍ଦ୍ଧା ୪।୬: ଟ୍ରକରେ ଅଗ୍ନିକାଣ୍ଡ । ଖୋର୍ଦ୍ଧା ମଳିପଡା ଛକ ନିକଟରେ ଅଗ୍ନିକାଣ୍ଡ ଘଟିଛି । ତେବେ ଟ୍ରକରେ କିଭଳି ଭାବେ ନିଆଁ ଲାଗିଲା ତାର କାରଣ ଅସ୍ପଷ୍ଟ ରହିଛି ।

ସୂଚନାଯୋଗ୍ୟ ଯେ, ଆଇରନ୍ ବୋଝେଇ ଟ୍ରକଟି କେନ୍ଦୁଝରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା । ଟ୍ରକରେ ହଠାତ୍ ନିଆଁ ଲାଗିଯାଇଥିଲା । ଖବର ପାଇ ଖୋର୍ଦ୍ଧା ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି । ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଛନ୍ତି ।ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ବେଳେ ଖବର ପାଇ ଘଟଣାସ୍ଥଳରେ ଜଙ୍କିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts