AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ବାଲିପସି ଛକରେ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ

3/03/2020 at 8:11 AM

ପାଲଲହଡା ୦୩।୦୩: ସଡକ ଦୁର୍ଘଟଣାରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ବାଲିପସି ଛକ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ଗଣେଶ୍ବର ସାମଲ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ରେଙ୍ଗାଳି ଥାନା ବାଲିପସି ଛକ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଯାଇଛି । ମୃତକ ହେଉଛନ୍ତି ବାଲିପସି ଗାଁର ଗଣେଶ୍ବର ସାମଲ । ତେବେ କିଭଳି ପରିସ୍ଥିତି ଦୁର୍ଘଟଣା ଘଟିଲା ଓ କିପରି ଘଟଣା ତାହା ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି ।

   Related Posts