ବାଲିପସି ଛକରେ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ
3/03/2020 at 8:11 AM

ପାଲଲହଡା ୦୩।୦୩: ସଡକ ଦୁର୍ଘଟଣାରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ବାଲିପସି ଛକ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ଗଣେଶ୍ବର ସାମଲ ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ ଯେ, ମଙ୍ଗଳବାର ରେଙ୍ଗାଳି ଥାନା ବାଲିପସି ଛକ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଯାଇଛି । ମୃତକ ହେଉଛନ୍ତି ବାଲିପସି ଗାଁର ଗଣେଶ୍ବର ସାମଲ । ତେବେ କିଭଳି ପରିସ୍ଥିତି ଦୁର୍ଘଟଣା ଘଟିଲା ଓ କିପରି ଘଟଣା ତାହା ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି ।
Related Posts
କନ୍ଧମାଳ ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଜବତ, ୫ ଗିରଫ
6 February 2023