ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଧବଳେଶ୍ୱର ମନ୍ଦିର ନିକଟରେ ଦୁଇ ବାଇକ୍‌ ମୁଁହାମୁଁହି ଧକ୍କା, ୨ ଗୁରୁତର

26/10/2022 at 8:12 PM

ସାଲେପୁର, ୨୬/୧୦: କଟକ-ଚାନ୍ଦବାଲି ରାସ୍ତାରେ ଦୁର୍ଘଟଣା । ଧବଳେଶ୍ୱର ମନ୍ଦିର ନିକଟରେ ଦୁଇ ବାଇକ୍‌ ମୁଁହାମୁଁହି ଧକ୍କା ହୋଇଥିବା ଜଣାପଡ଼ିିଛି । ଫଳରେ ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ କଟକ ଏସସିବି ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି ।

   Related Posts