oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, ୨ଟି ପର୍ଯ୍ୟାୟରେ ଦର୍ଶନ କରିବେ ଶ୍ରଦ୍ଧାଳୁ

3/01/2021 at 7:59 AM

ସମ୍ବଲପୁର ୦୩।୦୧ : ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର। ଦୁଇଟି ପର୍ଯ୍ୟାୟରେ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ୩୦ଯାଏଁ ଦର୍ଶନ ବ୍ୟବସ୍ଥା କରାଯାଇଛି । ସେହିଭଳି ଅପରାହ୍ଣ ୩ଟାରୁ ସନ୍ଧ୍ୟା ୭ଟା ୩୦ ଯାଏଁ ଦର୍ଶନ ବ୍ୟବସ୍ଥା ହୋଇଛି ।

ଆଜିଠାରୁ ୫ଦିନ ପାଇଁ ସ୍ଥାନୀୟ ଲୋକ ଦର୍ଶନ କରିପାରିବେ । ଏଥିପାଇଁ ସେମାନଙ୍କୁ ଭୋଟର କିମ୍ବା ଆଧାର ପରିଚୟ ପତ୍ର ଦେଖାଇବାକୁ ପଡିବ । । କୋଭିଡ୍ ଗାଇଡ୍ ଲାଇନ୍ ଅନୁସାରେ ଛୋଟ ଛୁଆ କିମ୍ବା ବୟସ୍କ ବ୍ଯକ୍ତିଙ୍କୁ ମନ୍ଦିରରେ ପ୍ରବେଶ ଅନୁମତି ମିଳିବ ନାହିଁ। ଏଥର ଅଲଗା ଏଣ୍ଟ୍ରି ଓ ଏକଜିଟ ଗେଟ୍ ରହିବ। ଯେଉଁ ଗେଟ୍ ରେ ଶ୍ରଦ୍ଧାଳୁ ପ୍ରବେଶ କରିବେ ସେହି ଗେଟ୍ ରେ ବାହାରକୁ ଆସିପାରିବେ ନାହିଁ ।

   Related Posts